୫ ସହରରେ ୪୦ ଡିଗ୍ରୀ ଡେଇଁଲା ତାପମାତ୍ରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଗତ କିଛି ଦିନ ଧରି ଉପକୂଳ ଓଡ଼ିଶାବାସୀ ଛଟପଟ ହେଉଥିବା ବେଳେ ଏବେ ପଶ୍ଚିମ ଓଡ଼ିଶାବାସୀ ତ୍ରାହି ତ୍ରାହି ଡାକିଲେଣି। ତେବେ ଉପକୂଳରେ ଖରା ସାମାନ୍ୟ କମିଛି। ସେହିପରି ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଟିଟିଲାଗଡ଼ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଥିଲା। ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ ତାପମାତ୍ରା ଥଇଲା। […]

tempertire-hike-in-odisha

tempertire-hike-in-odisha

Tapas Behera
  • Published: Wednesday, 24 April 2019
  • Updated: 24 April 2019, 11:35 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଗତ କିଛି ଦିନ ଧରି ଉପକୂଳ ଓଡ଼ିଶାବାସୀ ଛଟପଟ ହେଉଥିବା ବେଳେ ଏବେ ପଶ୍ଚିମ ଓଡ଼ିଶାବାସୀ ତ୍ରାହି ତ୍ରାହି ଡାକିଲେଣି। ତେବେ ଉପକୂଳରେ ଖରା ସାମାନ୍ୟ କମିଛି। ସେହିପରି ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।

ଗତକାଲି ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଟିଟିଲାଗଡ଼ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଥିଲା। ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ ତାପମାତ୍ରା ଥଇଲା। ସେହିପରି ମାଲକାନଗିରି ୪୧.୬ ଡିଗ୍ରୀ, ସମ୍ବଲପୁର ଓ ସୋନପୁର ୪୦.୨ ଡିଗ୍ରୀ, ଭବାନୀପାଟଣା ୪୦ ଡିଗ୍ରୀ, ଭୁବନେଶ୍ୱର ୩୬.୪ ଡିଗ୍ରୀ ଓ କଟକରେ ୩୭ ଡିଗ୍ରୀ ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story