ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଗତ କିଛି ଦିନ ଧରି ଉପକୂଳ ଓଡ଼ିଶାବାସୀ ଛଟପଟ ହେଉଥିବା ବେଳେ ଏବେ ପଶ୍ଚିମ ଓଡ଼ିଶାବାସୀ ତ୍ରାହି ତ୍ରାହି ଡାକିଲେଣି। ତେବେ ଉପକୂଳରେ ଖରା ସାମାନ୍ୟ କମିଛି। ସେହିପରି ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।
ଗତକାଲି ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଟିଟିଲାଗଡ଼ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଥିଲା। ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ ତାପମାତ୍ରା ଥଇଲା। ସେହିପରି ମାଲକାନଗିରି ୪୧.୬ ଡିଗ୍ରୀ, ସମ୍ବଲପୁର ଓ ସୋନପୁର ୪୦.୨ ଡିଗ୍ରୀ, ଭବାନୀପାଟଣା ୪୦ ଡିଗ୍ରୀ, ଭୁବନେଶ୍ୱର ୩୬.୪ ଡିଗ୍ରୀ ଓ କଟକରେ ୩୭ ଡିଗ୍ରୀ ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।