ସରକାରୀ ଭାବରେ ସ୍ପଷ୍ଟ ହୋଇଛି ମୃତ୍ୟୁ ସଂଖ୍ୟା। ଟ୍ରେନ ଟ୍ରାଜେଡିରେ ମୋଟ ୨୭୫ ଜଣଙ୍କ ମୃତ୍ୟୁ କଥା ସରକାର କହିଛନ୍ତି। ହେଲେ ସଂଖ୍ୟାକୁ ନେଇ ପ୍ରଶ୍ନ ଉଠାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। ମମତା କହିଲେ, ମୃତ୍ୟୁ ସଂଖ୍ୟା ଲୁଚା ଯାଉଛି। କଂଗ୍ରେସ ବି ଉଠାଇଲା ପ୍ରଶ୍ନ। ସ୍ଥାନୀୟ ଲୋକେ ମଧ୍ୟ ସଂଖ୍ୟାକୁ ନେଇ ସହମତ ହୋଇପାରୁ ନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ପାରାଦୀପ ହେଉଛି ପ୍ରଗତିର ମୁଖଶାଳା’
ପାରାଦୀପ ହେଉଛି ପ୍ରଗତିର ମୁଖଶାଳା । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟିତ କରି ଏଭଳି କହଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Accident
ବୋଇତ ବନ୍ଦାଣ ଉତ୍ସବ ବେଳେ ଅଘଟଣ, ମଝି ସମୁଦ୍ରରେ ଫସିଲା ଦୁଇ ବୋଟ୍
ସାଧବ ପୁଅଙ୍କୁ ନେଇ ସମୁଦ୍ରକୁ ଯାଇଥିବା ଦୁଇ ବୋଟ୍ ସମୁଦ୍ର ମଝିରେ ଫସି ରହିଛି। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ପ୍ରାୟ ୫୦ରୁ ଅଧିକ ଲୋକ ମଝି ସମୁଦ୍ରରେ ଫସି ରହିଛନ୍ତି।
Science & Environment
ଏନକ୍ଲୋଜରକୁ ଗଲା ବାଘୁଣୀ ଜିନତ୍, ୨୪ ଘଣ୍ଟା ରହିବ ନଜର
ଗତକାଲି ତା’ ନାଁ ଗଙ୍ଗା ବୋଲି କୁହାଯାଉଥିବା ବେଳେ ଆଜି କିନ୍ତୁ ଉକ୍ତ ବାଘୁଣୀର ନାଁ ‘ ଜିନତ୍’ ବୋଲି କହିଛନ୍ତି ପିସିସିଏଫ ।
Crime
ମା’ ପାଲଟିଗଲା ପଥର; ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ ।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।