Advertisment

ରାଜ୍ୟରେ କେବେ ଖୋଲିବ ସ୍କୁଲ୍? ମନ୍ତ୍ରୀ ଦେଲେ ଉତ୍ତର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୀପାବଳି ପରେ ସ୍କୁଲ ଖୋଲିବା ନେଇ କଳ୍ପନାଜଳ୍ପନା ଚାଲିଥିବା ବେଳେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ କେବେ ସ୍କୁଲ ଖୋଲିବ ନିର୍ଦ୍ଦିଷ୍ଟ ଭାବେ ନିଷ୍ପତ୍ତି ହୋଇନି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କହିଥିଲେ ପୂଜା ଛୁଟି ଯାଏ ସ୍କୁଲ ଓ କଲେଜ ବନ୍ଦ ରହିବ। କେବେ ସ୍କୁଲ ଖୋଲିବ ସେନେଇ ବିଚାରବିମର୍ଷ ଜାରି ରହିଛି। ଚଳିତ ମାସ କୋଭିଡ଼ ଗାଇଡଲାଇନ ଆସିଲେ ସେନେଇ ସ୍ପଷ୍ଟ ହେବ। ଶ୍ରୀ […]

ଅଦ୍ୟତନ ହୋଇଛି
ଅଗଷ୍ଟରେ ଯୁକ୍ତ ୨ ରେଜଲ୍ଟ

samir-das

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୀପାବଳି ପରେ ସ୍କୁଲ ଖୋଲିବା ନେଇ କଳ୍ପନାଜଳ୍ପନା ଚାଲିଥିବା ବେଳେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ କେବେ ସ୍କୁଲ ଖୋଲିବ ନିର୍ଦ୍ଦିଷ୍ଟ ଭାବେ ନିଷ୍ପତ୍ତି ହୋଇନି।

Advertisment

ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କହିଥିଲେ ପୂଜା ଛୁଟି ଯାଏ ସ୍କୁଲ ଓ କଲେଜ ବନ୍ଦ ରହିବ। କେବେ ସ୍କୁଲ ଖୋଲିବ ସେନେଇ ବିଚାରବିମର୍ଷ ଜାରି ରହିଛି। ଚଳିତ ମାସ କୋଭିଡ଼ ଗାଇଡଲାଇନ ଆସିଲେ ସେନେଇ ସ୍ପଷ୍ଟ ହେବ।

ଶ୍ରୀ ଦାସ କହିଛନ୍ତି, ସ୍କୁଲ ଖୋଲିବା ନେଇ CMO ଠିକ୍ ସମୟରେ ଠିକ୍ ସୂଚନା ଦେବେ। ବିଭାଗ ପ୍ରସ୍ତୁତ ଅଛି। ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାହା କାର୍ଯ୍ୟକାରୀ ହେବ।

Advertisment

ଆହୁରି ପଢ଼ନ୍ତୁ: ନଭେମ୍ବର ୧୬ରୁ ସ୍କୁଲ ଯିବେ ୪ଟି ଶ୍ରେଣୀ ପିଲା

COVID Guideline
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe