ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସରୁନି। ସବୁଆଡେ ରାସ୍ତା ଖୋଳାଯାଇଛି। ହଇରାଣ ହେଉଛନ୍ତି ସାଧାରଣ ଲୋକ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବହୁ ବାଦବିବାଦ ପରେ ସୁପ୍ରିମକୋର୍ଟଙ୍କ ଆଦେଶକ୍ରମେ ନିର୍ମାଣ କାର୍ଯ୍ୟ ଜାରି ରଖିଛି ଓବିସିସି। ଠିକା ସଂସ୍ଥା ଟାଟା ପ୍ରୋଜେକ୍ଟ ଲିମିଟେଡ୍ ଜରିଆରେ ଓବିସିସି ଏହି କାମ କରୁଛି। ୯ ମାସର ସମୟ ଦେଇଥିଲେ ମୁଖ୍ୟ ସଚିବ କିନ୍ତୁ ଦୁର୍ଭାଗ୍ୟର ବିଷୟ, ଅଦ୍ୟାବଧି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସରିନି।ଖନନ ଓ ନିର୍ମାଣ କାର୍ଯ୍ୟ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।
Miscellaneous
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା: ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ, ମିଳିବ ସର୍ବାଧିକ ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମ୍ୟାଚିଂ ଫଣ୍ଡ
‘ମୋ ସ୍କୁଲ ଅଭିଯାନ’ର ନାମ ପରିବର୍ତ୍ତନ କରି ‘ପଂଚସଖା ଶିକ୍ଷା ସେତୁ’ ରଖିଛନ୍ତି ବିଜେପି ସରକାର। ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତ ରଖିବାକୁ ମୋହନ ସରକାରଙ୍କ ବଡ଼ ପଦକ୍ଷେପ।
Science & Environment
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ଜିନ୍ନତ!
ଝାଡ଼ଖଣ୍ଡରୁ ଶିମିଳିପାଳ ନଫେରି ପଶ୍ଚିମବଙ୍ଗ ଗଲା ଜିନ୍ନତ।
Miscellaneous
ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପାଖରେ ୮ଟି ଦାବି ରଖିଲା ଓଡ଼ିଶା
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ। ୨୦୨୫-୨୬ ଆର୍ଥିକବର୍ଷର କେନ୍ଦ୍ରୀୟ ବଜେଟରେ ଓଡ଼ିଶାକୁ ଅଧିକ ପାଣ୍ଠି ଆବଂଟନ ପାଇଁ ଦାବି ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।