ଭଲ ରେଜଲ୍ଟ ପାଇଁ ଛାତ୍ରଛାତ୍ରୀମାନେ ଦିନରାତି ପରିଶ୍ରମ କରନ୍ତି। କିନ୍ତୁ ଏଠି ଟଙ୍କା ଦେଲେ ପ୍ରତ୍ୟେକ ବିଷୟରେ ମିଳୁଛି ୯୯ ମାର୍କ। ସାଧରଣତଃ ଇଂରେଜୀ ଓ ଓଡ଼ିଆରେ ୯୯ ମାର୍କ ରଖିବା, ଛାତ୍ରଛାତ୍ରୀଙ୍କ ପାଇଁ କଷ୍ଟକର ହୋଇପଡ଼େ। କିନ୍ତୁ ବଲାଙ୍ଗୀର ଜିଲ୍ଲାରେ ନକଲି ସାର୍ଟିଫିକେଟ କାରବାର ଘଟଣା ସାମ୍ନାକୁୁ ଆସିବା ପରେ ଏବେ ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଉପରେ ଆଙ୍ଗୁଳି ଉଠିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।