ଜାଗା ମିଶନରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଲେ ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ, କହିଲେ- ପ୍ରକୃତ ହିତାଧିକାରୀ ବଦଳରେ ଦଳୀୟ କର୍ମୀ ଜାଗା ପାଉଛନ୍ତି, ଜାଗା ମିଶନ ପାଇଁ ୨୦୧୧ରୁ ଯୋଗ୍ୟ ତାଲିକା ହୋଇଛି, ହେଲେ ରାଜ୍ୟ ସରକାର ୨୦୨୩ରେ ନୂଆ ତାଲିକା କରିଛନ୍ତି, ଦଇ ମହଲା ଘର ଥିବା ଲୋକ ହିଁ ସରକାରୀ ଘର ପାଉଛନ୍ତି, ମିଠା ଷ୍ଟଲ ଥିବା ଲୋକଙ୍କ ନାଁ ରହିଛି ଜାଗା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
କୁହୁଡ଼ି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା, ୨୭ ଓ ୨୮ରେ କିଛି ସ୍ଥାନରେ ହୋଇପାରେ ବର୍ଷା
ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳେ ଓ ରାତିରେ ଏବଂ ରବିବାର ସକାଳେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।
Guest Column
ରବି ଦାଶ - ଏକ ବିରଳ ବ୍ୟକ୍ତିତ୍ୱ
କେବଳ ତୁଳସୀ କ’ଣ ଦୁଇ ପତ୍ରରୁ ବାସିଥାଏ, ପୋଦିନା କି ଅନ୍ୟ କିଛି ନୁହେଁ? କୌଣସି ମହାପୁରୁଷଙ୍କ ଜୀବନୀ ପଢ଼ିଲା ବେଳେ ଆମେ ଏହି ଯୁକ୍ତିଟି ଅଧିକାଂଶ ସମୟରେ ପାଇଥାଉ ଯେ ସେ ମହାପୁରୁଷ ହେବେ ବୋଲି ପିଲାବେଳୁ ଜଣାଥିଲା।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।