ବିଜେଡି ବିଲ୍ଡିଂ ପାଇଁ ଚାନ୍ଦା ଦେଇଛି କିଏ? ବିଜେଡିର ଆଲିସାନ କୋଠା ପାଇଁ ଚାନ୍ଦା ଦେଇଛି କିଏ? ଦଳୀୟ ପାଣ୍ଠିରେ ବି ହାତ ବାଜିନଥିବା ଦେଖାଯାଉଛି, କେଉଁମାନେ ଦେଲେ ଆଲିସାନ ବିଲ୍ଡିଂ ପାଇଁ ଚାନ୍ଦା?
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Accident
ରାସ୍ତାକଡ଼କୁ ଓଲଟିଲା ବସ୍, ୧୦ ଆହତ
ରାତି ଅଧରେ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।
Crime
ST-SC ବିଭାଗ ହାଇସ୍କୁଲ କାମରେ ହେଉଥିଲା କି କେଳେଙ୍କାରୀ? ବଢ଼ୁଛି ବିଷ୍ଣୁପଦଙ୍କ ଅଡ଼ୁଆ
ରାଜ୍ୟ ଉଦ୍ୟୋଗକୁ ନଦେଇ କେନ୍ଦ୍ରୀୟ ଉଦ୍ୟୋଗଗୁଡିକୁ ହାଇସ୍କୁଲ କାମ ବାଣ୍ଟିଥିଲେ ବିଷ୍ଣୁପଦ। କେବଳ ବିଦ୍ୟୁତ କ୍ଷେତ୍ରରେ କାମ କରୁଥିବା ଉଦ୍ୟୋଗକୁ ବି ସ୍କୁଲ ଅପଗ୍ରେଡେସନ କାମ ଦେଇଛନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ।
Miscellaneous
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା'ଙ୍କୁ ଓଡ଼ିଶା କ୍ୟାଡର।
Crime
ମୃତ ମହିଳା କିଏ? UPI ପେମେଣ୍ଟରୁ ମିଳିଲା ହତ୍ୟାକାରୀର ଠିକଣା
ଜଗନ୍ନାଥ ଦେହୁରୀଙ୍କୁ ପଚରାଉଚରା ପରେ ଜଣାପଡ଼ିଥିଲା ମୃତ ମହିଳା ପରିଚୟ। ସେ ହେଉଛନ୍ତି ତାଙ୍କ ଭାଉଜ ପଦ୍ମାବତୀ ସାମଲ। ତାଙ୍କ ବଡ଼ଭାଇ ବଳରାମ ଦେହୁରୀଙ୍କ ପତ୍ନୀ।