କାନ୍ଦି କାନ୍ଦି ଆଖିରୁ ଲୁହ ଶୁଖିଗଲାଣି। ଆଉ କଥା କହିବା ବେଳେ ବୁଢ଼ା ମଉସା ଜଣଙ୍କ ଥଙ୍ଗ ଥଙ୍ଗ ହେଉଛନ୍ତି। ଅଣ୍ଟା ସଳଖି ଛିଡ଼ା ହେବା ପାଇଁ ଦେହରେ ଆଉ ବଳ ନାହିଁ। ଏମତିରେ ତାଙ୍କ ସହ କିଭଳି ଅନ୍ୟାୟ ହୋଇଛି ଶୁଣିଲେ ଆପଣଙ୍କ ଛାତି ବି ଥରି ଉଠିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Religion
କାଲିଠାରୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ
ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।
Accident
ଲୁଗା ଦୋକାନରେ ଲାଗିଲା ନିଆଁ, ଜଳିଗଲେ ମାଲିକ
ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଜଟଣୀ ରାଜା ବଜାରରେ ଥିବା ସୂର୍ଯ୍ୟ ମହାପାତ୍ରଙ୍କ ଲୁଗା ଦୋକାନରେ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ପୂରା ଦୋକାନରେ ବ୍ୟାପି ଯାଇଥିଲା।
Accident
ଡଙ୍ଗା ଆଣିବା ପାଇଁ ପୋଖରୀକୁ ଯାଇ ବୁଡ଼ିଗଲେ ଦୁଇ ନାବାଳିକା
ଆଜି ଥିଲା କାର୍ତ୍ତିକ ପୂର୍ଣ୍ଣିମା। ତେଣୁ ସକାଳେ ସକାଳେ ବସ୍ତା ଥାନା ପଣିଶାପଡା ଗାଁର ଦିଲ୍ଲୀପ କୁମାର ଦାସ ଓ ମାନସ ନନ୍ଦଙ୍କ ପରିବାର ଲୋକ ଘର ପାର୍ଶ୍ୱ ପୋଖରୀରେ ଡଙ୍ଗା ଭସାଇଥିଲେ।
Miscellaneous
ଗାଁରେ ମହାବଳର ପଦ ଚିହ୍ନ! ଲୋକେ ଭୟଭୀତ
ଗତ କିଛି ଦିନ ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ ମହାବଳ ଆତଙ୍କ ଖେଳାଇବା ସହ ଗୃହ ପାଳିତ ପଶୁ ମାରି ଖାଇବା ପରେ ଆଜି ସକାଳେ ଗଜପତି ଜିଲ୍ଲା ଚନ୍ଦ୍ରଗିରି ବନାଞ୍ଚଳ ଆକିଲି ଫାର୍ମ ନିକଟରେ ବାଘର ପାଦ ଚିହ୍ନ ଠାବ କରିଛି ବନ ବିଭାଗ।
Events & Festivals
ହିନ୍ଦୁ ମୁସଲିମ ସଦଭାବନା ପୀଠ ହେଉଛି ଜାହାନିଆଁ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପ୍ରତ୍ୟୁଷରେ ଜାହାନିଆଁ ପିରଙ୍କ ପୀଠରେ ମୌଲବୀ(ମୁସଲିମ୍ ପୂଜକମାନେ) ସ୍ଵତନ୍ତ୍ର ନୀତି କରିଥିଲେ। ତା’ପରେ ଶ୍ରଦ୍ଧାଳୁମାନେ ପୀଠକୁ ଯାଇ ପିରବାବାଙ୍କ ଆଶୀର୍ବାଦ ନେଇଥିଲେ।