ବିଜେଡିକୁ ନେଇ ମହାଭାରତର ଉପାଖ୍ୟାନ ଦେଇଛନ୍ତି ନବରଙ୍ଗପୁରର ପୂର୍ବତନ ସାଂସଦ ତଥା ବିଜେପି ନେତା ବଳଭଦ୍ର ମାଝୀ। ରାଜ୍ୟରେ ୫-ଟି ଶାସନ ବ୍ୟବସ୍ଥା ନେଇ ପ୍ରଶ୍ନ କରିଛନ୍ତି ବଳଭଦ୍ର ମାଝୀ । ରାଜ୍ୟରେ ୫-ଟି ସଚିବଙ୍କୁ ଦୁର୍ଯ୍ୟୋଧନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧ୍ରୁତରାଷ୍ଟ୍ରର ଆକ୍ଷା ଦେଇ ତାତ୍ସଲ୍ୟ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।