ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିକୁ ୨୦୧୧ ମସିହାରେ ବିଧାନସଭା ସମ୍ମୁଖରେ ଉନ୍ମୋଚନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଗତ ୧୨ ବର୍ଷ ମଧ୍ୟରେ ବିଧାନସଭାରେ ଗରିମା ବଢାଉଥିବା ଏହି ପ୍ରତିମୂର୍ତ୍ତିକୁ ହୁଏତ ସମସ୍ତେ ଅବଲୋତନ କରିଥିବେ। କିନ୍ତୁ ଅନୁଗୁଳ ପୌରପାଳିକା କେମିତି ଦେଖି ପାରିଲା ନାହିଁ। ତାହା ହିଁ ସବୁଠାରୁ ବଡ ପ୍ରଶ୍ନ। ବାରମ୍ବାର ବିବାଦ ପରେ ପ୍ରତିମୂର୍ତ୍ତି ପାର୍କରୁ ହଟିଲା ସତ। କିନ୍ତୁ ଏଥିପାଇଁ ଯେଉଁ ଅର୍ଥ ନ।ଟ ହେଲା। ଏଥିପାଇଁ ପୂଜ୍ୟପୂଜାକୁ ଅପମାନ କରାଗଲା। ତାହାର ଉତ୍ତର ଦାୟୀତ୍ବ କିଏ ନେଲା ? ତାହା ଉପରେ ହେଲା କାର୍ଯ୍ୟାନୁଷ୍ଠାନ ?
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Crime
ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ
ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।
Miscellaneous
ସିବିଆଇ ସହ ଲୁଚକାଳି ଖେଳ; ଭୁବନେଶ୍ୱରରେ ହାଜର ନ ହୋଇ ଦିଲ୍ଲୀରେ ବସିଥିଲେ ବିଷ୍ଣୁପଦ ସେଠୀ
ଯେଉଁ ସମୟରେ ବିଷ୍ଣୁପଦଙ୍କୁ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ପାଇଁ ସମନ ହୋଇଥିଲା ସେ ସମୟରେ ସେ ଦିଲ୍ଲୀରେ ଥିଲେ।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।