ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା। କହିଲେ, ସୁଚିନ୍ତିତ ଭାବେ ନବ ଦାସଙ୍କୁ ହତ୍ୟା କରାଯାଇଛି, କ୍ରାଇମବ୍ରାଞ୍ଚ ଠିକ୍ ତଦନ୍ତ କରୁନି, ନବ ଦାସ ବିଜେଡିକୁ ଯିବା ପରେ ବିଜେଡି ଭିତରେ ଅସନ୍ତୋଷ ହୋଇଛି, ପଶ୍ଚିମ ଓଡ଼ିଶାର ପୂର୍ବତନ ମନ୍ତ୍ରୀଙ୍କର ତାଙ୍କ ସହ ପଡୁନଥିଲା, ବ୍ରଜରାଜନଗର ଉପନିର୍ବାଚନ ବେଳେ ତିକ୍ତତା ସ୍ପଷ୍ଟ ହୋଇଥିଲା, ସେମାନେ ହତ୍ୟାକାରୀ ହୋଇନଥିବେ ବୋଲି କିଏ କହିବ?, ମୁଖ୍ୟମନ୍ତ୍ରୀଙ୍କ ପାଖରେ ପ୍ରକୃତ ତଥ୍ୟ ନାହିଁ କିମ୍ବା ସେ ତଥ୍ୟ ଲୁଚାଉଛନ୍ତି, ମୁଖ୍ୟମନ୍ତ୍ରୀଙ୍କର ଯଦି ଦମ୍ ଅଛି ଏସଆଇଟି ତଦନ୍ତ ପାଇଁ ଚିଠି ଲେଖନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।