ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିରୋଧୀ ଦଳ ନେତା ଚୟନ ପାଇଁ ଆଜି ଅପରାହ୍ନରେ ବସୁଛି ବିଜେପି ବିଧାୟକ ଦଳ ବୈଠକ। ଏଥିରେ ପର୍ଯ୍ୟବେକ୍ଷକ ଭାବେ ବିଜେପି କେନ୍ଦ୍ରୀୟ ସାଧାରଣ ସଂପାଦକ ସରୋଜ ପାଣ୍ଡେ ଯୋଗଦେବେ। ରାଜ୍ୟ ପ୍ରଭାରୀ ଅରୁଣ ସିଂହ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିରୋଧୀ ଦଳ ନେତାଙ୍କ ନାଁରେ ସହମତି ପ୍ରକାଶ ପାଇବ।
ରେସ୍ରେ ଆଗରେ ଅଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଓ ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକ । ବୈଠକରେ ମୁଖ୍ୟ ସଚେତକ ଓ ଉପମୁଖ୍ୟସଚେତକ ମଧ୍ୟ ଚୟନ ହେବ। ତା’ପୂର୍ବରୁ ସଦସ୍ୟ ସଂଗ୍ରହ ଅଭିଯାନ ନେଇ ଦଳର ଏକ ବୈଠକ ହୋଇଛି। ଏଥିରେ ଯୋଗ ଦେଇଛନ୍ତି ୩୬ଟି ସାଂଗଠନିକ ଜିଲ୍ଲାର ପ୍ରଭାରୀ ଓ ସଭାପତି।
ଏବେ ଦଳର ସଭ୍ୟ ସଂଖ୍ୟା ୩୬ ଲକ୍ଷ ଥିବା ବେଳେ ଆସନ୍ତା ୩ ମାସ ମଧ୍ୟରେ ଏହାକୁ ୪୫ ଲକ୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ଜୁଲାଇ ୬ ରୁ ସଦସ୍ୟ ସଂଗ୍ରହ ଅଭିଯାନ ହେବ। ଏହି ସମୟରେ ଜିଲ୍ଲା ସ୍ତରୀୟ ସଂଗଠନର ମଧ୍ୟ ପୁନର୍ବିନ୍ୟାସ ହୋଇପାରେ। ସେହି କ୍ରମରେ ରାଜ୍ୟ ସଭାପତି ମଧ୍ୟ ଚୟନ ହେବାର ସମ୍ଭାବନା ଅଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।