ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସହରର ହୋଲସେଲ୍ ବଜ଼ାରରୁ ଭିଡ଼ ହଟାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜିଠୁ ଏହାକୁ ଉଦିତନଗର ପ୍ୟାରେଡ୍ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ଫଳରେ ଏବେ ଡେଲିମାର୍କେଟ୍, ପ୍ଲାଣ୍ଟସାଇଟ ରୋଡ୍, ପୁରୁଣା ଷ୍ଟେସନ ରୋଡ୍ର ପାଇକାରୀ ବ୍ୟବସାୟୀମାନେ ଉଦିତନଗର ପ୍ୟାରେଡ୍ ପଡ଼ିଆରେ ସେମାନଙ୍କ ବ୍ୟବସାୟ କରିପାରିବେ। ଏଥିସହ ବିଭିନ୍ନ ସ୍ଥାନରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ନେଇ ଆସୁଥିବା ଟ୍ରକ୍ ଗୁଡିକୁ ମଧ୍ୟ ପ୍ୟାରେଡ୍ ପଡ଼ିଆରେ ରଖାଯାଇ ଅନଲୋଡ୍ କରାଯାଉଛି। ରାଉରକେଲା ବଣିକ ସଂଘ ଓ ରାଉରକେଲା ବ୍ୟବସାୟୀ ସଂଘର କର୍ମକର୍ତ୍ତା ତଥା ପ୍ରଶାସନର ମିଳିତ ଉଦ୍ୟମରେ ଲୋକଙ୍କ ସୁବିଧା ଏବଂ ସାମାଜିକ ଦୂରତା ରକ୍ଷା ଲାଗି ଏହି ପଦକ୍ଷେପ ନିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।