ନୀତି ଆୟୋଗର ବୈଠକକୁ ନେଇ ବିରୋଧୀ କାଢ଼ିଲେ କେଁ। କିଏ କହିଲା କାମ ଅଛି କିଏ କହିଲା ଯିବି ନାହିଁ। ୧୦ ମୁଖ୍ୟମନ୍ତ୍ରୀ ଅନୁପସ୍ଥିତ ରହିଲେ। ପ୍ରତିନିଧୀମାନଙ୍କୁ ସାମିଲ କରିବାକୁ ନୀତି ଆୟୋଗମନା କଲେ। ୨୪ ପୂର୍ବରୁ ବିରୋଧୀଙ୍କ ସମର ସଜା, ନିର୍ବାଚନ ବେଳେ ଲୋକେ ଦେଖିବେ ଅସଲ ମଜା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Crime
ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ
ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।
Miscellaneous
ସିବିଆଇ ସହ ଲୁଚକାଳି ଖେଳ; ଭୁବନେଶ୍ୱରରେ ହାଜର ନ ହୋଇ ଦିଲ୍ଲୀରେ ବସିଥିଲେ ବିଷ୍ଣୁପଦ ସେଠୀ
ଯେଉଁ ସମୟରେ ବିଷ୍ଣୁପଦଙ୍କୁ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ପାଇଁ ସମନ ହୋଇଥିଲା ସେ ସମୟରେ ସେ ଦିଲ୍ଲୀରେ ଥିଲେ।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।
Politics
ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକ ବିଶ୍ୱ ଏନଜିଓର ଫାଉଣ୍ଡର ଥିଲେ।