Advertisment

ଶୌଚ ପାଇଁ ଯାଇଥିଲେ; ବାରହା ହାବୁଡ଼ରେ ପଡ଼ିଗଲେ

କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗାଁରେ ବାରହା ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସାବିତ୍ରୀ ମଳିକ। ଆଜି ଭୋର ୫ଟାରେ ସାବିତ୍ରୀ ଶୌଚ ପାଇଁ ଗାଁ ପାଖ ବ୍ରାହ୍ମଣୀ ନଦୀ ପଠାକୁ ଯାଇଥିଲେ। ଏହି ସମୟରେ ଏକ ବାରହା ତାଙ୍କୁ ଆକ୍ରମଣ କରିଥିଲା। ତେବେ ସାବିତ୍ରୀଙ୍କ ଚିତ୍କାର ଶୁଣି ଗାଁ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନ ଗୋଷ୍ଠୀ […]

ଅଦ୍ୟତନ ହୋଇଛି
ଶୌଚ ପାଇଁ ଯାଇଥିଲେ; ବାରହା ହାବୁଡ଼ରେ ପଡ଼ିଗଲେ

dkl

Advertisment

କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗାଁରେ ବାରହା ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସାବିତ୍ରୀ ମଳିକ।

Advertisment

ଆଜି ଭୋର ୫ଟାରେ ସାବିତ୍ରୀ ଶୌଚ ପାଇଁ ଗାଁ ପାଖ ବ୍ରାହ୍ମଣୀ ନଦୀ ପଠାକୁ ଯାଇଥିଲେ। ଏହି ସମୟରେ ଏକ ବାରହା ତାଙ୍କୁ ଆକ୍ରମଣ କରିଥିଲା। ତେବେ ସାବିତ୍ରୀଙ୍କ ଚିତ୍କାର ଶୁଣି ଗାଁ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସାବିତ୍ରୀଙ୍କ ବାମ ଜଙ୍ଘରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ମିଳିଛି। ତାଙ୍କ ଶରୀରରୁ ଅଧିକ ରକ୍ତସ୍ରାବ ହେବାରୁ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe