୩୦ ବିଦେଶୀ ପକ୍ଷୀଙ୍କ ମୃତଦେହ ଜବତ

ଖୋର୍ଦ୍ଧା (ବଳରାମ ଲେଙ୍କା): ବନ ବିଭାଗର କଟକଣା ସତ୍ତ୍ୱେ ଚିଲିକାରେ ଜାରି ରହିଛି ଅବାଧ ପକ୍ଷୀ ଶିକାର। ଯାହାର ପ୍ରମାଣ ଆଜି ଦେଖିବାକୁ ମିଳିଛି। ଆଜି ସକାଳେ ଚିଲିକା କୂଳର ବାଲିପାଟପୁର ଓ ଅଭିମାନପୁର ଅଞ୍ଚଳରୁ ଶିକାର ହୋଇଥିବା ୩୦ଟି ବିଦେଶାଗତ ପକ୍ଷୀର ମୃତଦେହ ଉଦ୍ଧାର କରାଯାଇଛି। ଶିକାରରେ ସମ୍ପୃକ୍ତ ଥିବା ଅଭିଯୋଗରେ ଦୁଇ ଜଣଙ୍କୁ ଟାଙ୍ଗୀ ବନ୍ୟ ପ୍ରାଣୀ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ଗରଫ ଅଭିଯୁକ୍ତମାନେ ହେଲେ ଗୋପୀନାଥପୁରର ବାବୁଲି ପ୍ରଧାନ ଏବଂ ଅଭିମାନପୁରର […]

chilika

chilika

Rakesh Mallick
  • Published: Monday, 12 November 2018
  • Updated: 12 November 2018, 12:43 PM IST

Sports

Latest News

ଖୋର୍ଦ୍ଧା (ବଳରାମ ଲେଙ୍କା): ବନ ବିଭାଗର କଟକଣା ସତ୍ତ୍ୱେ ଚିଲିକାରେ ଜାରି ରହିଛି ଅବାଧ ପକ୍ଷୀ ଶିକାର। ଯାହାର ପ୍ରମାଣ ଆଜି ଦେଖିବାକୁ ମିଳିଛି। ଆଜି ସକାଳେ ଚିଲିକା କୂଳର ବାଲିପାଟପୁର ଓ ଅଭିମାନପୁର ଅଞ୍ଚଳରୁ ଶିକାର ହୋଇଥିବା ୩୦ଟି ବିଦେଶାଗତ ପକ୍ଷୀର ମୃତଦେହ ଉଦ୍ଧାର କରାଯାଇଛି।

ଶିକାରରେ ସମ୍ପୃକ୍ତ ଥିବା ଅଭିଯୋଗରେ ଦୁଇ ଜଣଙ୍କୁ ଟାଙ୍ଗୀ ବନ୍ୟ ପ୍ରାଣୀ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ଗରଫ ଅଭିଯୁକ୍ତମାନେ ହେଲେ ଗୋପୀନାଥପୁରର ବାବୁଲି ପ୍ରଧାନ ଏବଂ ଅଭିମାନପୁରର ଗୋପୀନାଥ ପରିଡ଼ା।

ଚିଲିକା କୂଳର ଶିକାରୀମାନେ ପକ୍ଷୀ ଶିକାର କରୁଥିବା ଟାଙ୍ଗୀ ବନ୍ୟ ପ୍ରାଣୀ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ସେହି ଅଞ୍ଚଳରେ ଚଢ଼ଉ କରାଯାଇଥିଲା। ଚଢ଼ଉ ବେଳେ ୩୦ଟି ବିଦେଶାଗତ ପକ୍ଷୀର ମୃତଦେହ ଉଦ୍ଧାର କରାଯିବା ସହ ଗୋଟିଏ ବାଇକ୍‌ ଜବତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story