୫-ଟି ସଚିବଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଆସିଲା ନିର୍ଦ୍ଦେଶ। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ। ୫-ଟି ସଚିବଙ୍କ ସମାବେଶ ଉପରେ ଚିଠି ଲେଖିଥିଲେ ରାଜ୍ୟ ବିଜେପି ନେତା। ବିଜେପି ସଭାପତି ମନମୋହନ ସାମଲ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ଲେଖିଥିଲେ। ଏବେ ସମସ୍ତଙ୍କ ନଜର ମୁଖ୍ୟ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ଉପରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ହିନ୍ଦୁ ମୁସଲିମ ସଦଭାବନା ପୀଠ ହେଉଛି ଜାହାନିଆଁ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପ୍ରତ୍ୟୁଷରେ ଜାହାନିଆଁ ପିରଙ୍କ ପୀଠରେ ମୌଲବୀ(ମୁସଲିମ୍ ପୂଜକମାନେ) ସ୍ଵତନ୍ତ୍ର ନୀତି କରିଥିଲେ। ତା’ପରେ ଶ୍ରଦ୍ଧାଳୁମାନେ ପୀଠକୁ ଯାଇ ପିରବାବାଙ୍କ ଆଶୀର୍ବାଦ ନେଇଥିଲେ।
Miscellaneous
‘ପାରାଦୀପ ହେଉଛି ପ୍ରଗତିର ମୁଖଶାଳା’
ପାରାଦୀପ ହେଉଛି ପ୍ରଗତିର ମୁଖଶାଳା । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟିତ କରି ଏଭଳି କହଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Accident
ବୋଇତ ବନ୍ଦାଣ ଉତ୍ସବ ବେଳେ ଅଘଟଣ, ମଝି ସମୁଦ୍ରରେ ଫସିଲା ଦୁଇ ବୋଟ୍
ସାଧବ ପୁଅଙ୍କୁ ନେଇ ସମୁଦ୍ରକୁ ଯାଇଥିବା ଦୁଇ ବୋଟ୍ ସମୁଦ୍ର ମଝିରେ ଫସି ରହିଛି। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ପ୍ରାୟ ୫୦ରୁ ଅଧିକ ଲୋକ ମଝି ସମୁଦ୍ରରେ ଫସି ରହିଛନ୍ତି।
Science & Environment
ଏନକ୍ଲୋଜରକୁ ଗଲା ବାଘୁଣୀ ଜିନତ୍, ୨୪ ଘଣ୍ଟା ରହିବ ନଜର
ଗତକାଲି ତା’ ନାଁ ଗଙ୍ଗା ବୋଲି କୁହାଯାଉଥିବା ବେଳେ ଆଜି କିନ୍ତୁ ଉକ୍ତ ବାଘୁଣୀର ନାଁ ‘ ଜିନତ୍’ ବୋଲି କହିଛନ୍ତି ପିସିସିଏଫ ।
Crime
ମା’ ପାଲଟିଗଲା ପଥର; ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ ।