5Tଙ୍କ ବିରୋଧରେ ହେବ କି କାର୍ଯ୍ୟାନୁଷ୍ଠାନ ? | Odisha Reporter
Advertisment
୫-ଟି ସଚିବଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଆସିଲା ନିର୍ଦ୍ଦେଶ। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ। ୫-ଟି ସଚିବଙ୍କ ସମାବେଶ ଉପରେ ଚିଠି ଲେଖିଥିଲେ ରାଜ୍ୟ ବିଜେପି ନେତା। ବିଜେପି ସଭାପତି ମନମୋହନ ସାମଲ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ଲେଖିଥିଲେ। ଏବେ ସମସ୍ତଙ୍କ ନଜର ମୁଖ୍ୟ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ଉପରେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us