ମେଳି ବାନ୍ଧୁଛନ୍ତି ଅସନ୍ତୁଷ୍ଟ ଗୋଷ୍ଠୀ। ନୂଆ ରାଜନୈତିକ ସମୀକରଣ ପାଇଁ ପଡ଼ିଲା ମୂଳଦୁଆ। ନୂଆ ରୂପ, ନୂଆ ବିଚାରରେ ଆସିବ କି କଂଗ୍ରେସ? ଏଭଳି ଏକ ପରିକଳ୍ପନା ରାଜ୍ୟ କଂଗ୍ରେସରେ ଆରମ୍ଭ ହୋଇଛି କି? କଂଗ୍ରେସରେ ଏକ ନୂଆ ଯୁଗ ଆରମ୍ଭ କରିବାକୁ ଜୟଦେବ ଭବନରେ ଖୋଲା ମଞ୍ଚରେ ଏକ କସରତ ଏନେଇ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଓଡ଼ିଶା ରାଜନୀତିରେ ଜାନକୀ ଓ ବସନ୍ତଙ୍କ ଯୋଡ଼ିକୁ ସ୍ୱର୍ଣ୍ଣିମ ସମୟ ବୋଲି ଧରାଯାଏ। ସେହି ଦିନକୁ ମନେ ପକାଇବାକୁ ଯାଇ ଏକାଠି ହୋଇଥିଲେ ଉଭୟ ନେତାଙ୍କ କିଛି ଅନୁଗତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆନ୍ଦୋଳନ ମନା, ଆଉ ୬ମାସ ବଢ଼ିଲା ଏସ୍ମା ଅବଧି
ଓଡ଼ିଶା ଅତ୍ୟାବଶ୍ୟକ ସେବା(ମେଂଟେନାନ୍ସ) ଆକ୍ଟ-୧୯୮୮(ଓଡ଼ିଶା ଆକ୍ଟ ୯,୧୯୯୯) -ଏସମାର ଧାରା ୩(୩)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଏହି କଟକଣା ଅବଧିକୁ ନଭେମ୍ବର ୨୪ତାରିଖରୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।
Miscellaneous
ଭୁବନେଶ୍ୱର-ଝାରସୁଗୁଡ଼ାରୁ ମିଳିବ ଆଉ ୯ଟି ସହରକୁ ସିଧାସଳଖ ବିମାନସେବା
ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ ।
Miscellaneous
୧୮ ଓ ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ
ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ଜୁଲାଇ ୧ରୁ ପ୍ରତ୍ୟେକ ସୋମବାର ‘ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ’ରେ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି ।
Politics
ଆଦିବାସୀଙ୍କ ପାଇଁ ଖୁସି ଖବର; ଖୁବ୍ ଶୀଘ୍ର ଲାଗୁ ହେବ ପେସା ଆଇନ୍
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ପେଶା ଆଇନ୍। ତେବେ ତା’ ପୂର୍ବରୁ ଲୋକଙ୍କ ମତାମତ ନିଆଯିବ। ପେସା ଆଇନ୍ ବାବଦରେ ସଚେତନ କରାଯିବ।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ, ପୋଖରୀରେ ବୁଡ଼ିଗଲେ ୫ ଶିଶୁ
ଡଙ୍ଗା ଓ କଏନ ଆଣିବାକୁ ଯାଇ ଘଟିଛି ଏଭଳି ଅଘଟଣ!