ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସହର ସ୍ଥିତ ଗିରିଜାଟୋଲିରେ ଥିବା ଏକ ନକଲି ବିଦେଶୀ ମଦ କାରଖାନା ଉପରେ ଅବକାରୀ ବିଭାଗ ଚଢ଼ଉ କରିଛି। ସମ୍ୱଲପୁର ଅବକାରୀ ବିଭାଗର ସୂଚନା ଆଧାରରେ ରାଉରକେଲା ଅବକାରୀ ପୁଲିସ ଓ ସମ୍ବଲପୁର ଗୁଇନ୍ଦା ଟିମ୍ ମିଳିତ ଭାବେ ଏହି ଚଢ଼ଉ କରିଥିଲେ। ସେଠାରୁ ବପୁଳ ପରିମାଣର ନକଲି ବିଦେଶୀ ମଦ, ଖାଲି ବୋତଲ, ଠିପି ଓ ବୋତଲ ସିଲିଂ ମେସିନ ଜବତ କରାଯାଇଛି।
ଏହି ଘଟଣାରେ ଅବକାରୀ ବିଭାଗ ଜମୁନା ଭୂମିଜ୍, ପାହାଲ ସିଂହ ଓ ରୁବେନ ମାଝିଙ୍କୁ ଗିରଫ କରିଛି। ହେଲେ ଘଟଣାସ୍ଥଳରୁ ମାଷ୍ଟରମାଇଣ୍ଡ ଅନୀଲ ସାହୁ ଫେରାର ହୋଇଯାଇଛି। ଅନୀଲକୁ ଧରିବାକୁ ଉଦ୍ୟମ ଚାଲି ଥିବା ଅବକାରୀ ବିଭାଗ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗୁଜରାଟରେ ଯୁବକଙ୍କୁ ମାରି ୱାଶିଂମେସିନରେ ଭର୍ତ୍ତି କରିଥିଲା, ଓଡ଼ିଶାରୁ ବନ୍ଧା ହେଲା ଅଭିଯୁକ୍ତ
ସପ୍ତାହେ ପରେ ଦୁର୍ଗନ୍ଧ ହେବାରୁ ପୁଲିସ୍ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଏଥିସହ ମାମଲାର ଖୋଳତାଡ଼ କରି ମାସେ ପରେ ଅଭିଯୁକ୍ତଙ୍କୁ ବାନ୍ଧିଛି ପୁଲିସ୍।
Miscellaneous
ଘୁଷୁରିକୁ ମାରି ଖାଇଲା ବାଘୁଣୀ 'ଜିନତ୍'
ଗତକାଲି ରାତି ପ୍ରାୟ ୧୦ଟାରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି।
Accident
କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ଲାଗିଲା ନିଆଁ
ବ୍ରେକ ବାଇଣ୍ଡିଂରୁ ଟ୍ରେନରେ ନିଆଁ ଲାଗିଥିବା ସୂଚନା ରହିଛି।
Accident
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ
ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ।
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।