ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ମଦ ଦୋକାନରେ ପଡ଼ିଛି ସଟର। ହେଲେ ପଛ ପଟେ ଚାଲିଛି ବେଧଡ଼କ ମଦ ବେପାର। ମଦୁଆଙ୍କୁ ମିଳୁଛି ମଦ। ଆଜି ଏପରି ଚିତ୍ର ଦେଖିବାକୁ ମିଳିଛି ଢ଼େଙ୍କାନାଳ ଜିଲ୍ଲାରେ। ଏଠି ଏକାଧିକ ଦୋକାନର ପଛ ପାର୍ଶ୍ୱରେ ଚାଲିଛି ଏମିତି ମଦ କାରବାର।
ରାଜ୍ୟ ସରକାର ଅନ୍ଲାଇନ୍ରେ ମଦ ବିକ୍ରି ପାଇଁ ଅନୁମତି ଦେଇଛନ୍ତି। ଏହି ନିୟମକୁ ଉଲ୍ଲଂଘନ କରି ଢେଙ୍କାନାଳ ସହରରେ ମଦ ଦୋକାନ ଖୋଲି ଚାଲି ବେପାର। ବସ୍ଷ୍ଟାଣ୍ଡ, କଣ୍ଟାନାଳୀ ବାଇପାସ୍, ରାମେଶ୍ଵରପୁର ଆଦି ଅଞ୍ଚଳରେ ଥିବା ମଦ ଦୋକାନ ସମ୍ମୁଖରୁ ପଡ଼ିଛି ସଟର। ହେଲେ ପଛ ପାର୍ଶ୍ୱରେ ଚାଲିଛି ଖୋଲମ ଖୋଲା ମଦ କାରବାର। ମାତ୍ର ଏଥିପ୍ରତି ପୁଲିସ ନା ଅବକାରୀ ବିଭାଗ କାହାରି ନଜର ନାହିଁ।
ସେପଟେ ଏହି ଘଟଣାକୁ ନେଇ ଢେଙ୍କାନାଳ ଅବକାରୀ ଅଧିକ୍ଷକ ମନୋଜ ସେଠୀ କେବଳ ହୋମ୍ ଡେଲିଭରୀ ପାଇଁ ଅନୁମତି ମିଳିଛି। ଯେଉଁମାନେ ନିୟମ ଖିଲାପ କରିଛନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ସେଠୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?