କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  କରୋନା ନେଲା ଆଉ ୨ ଜୀବନ। ଫଳରେ ରାଜ୍ୟରେ ଏ ଯାବତ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Regret to inform the deaths of two Covid positive patients, 49 years old male of Ganjam district and 57 years old male of Angul district, while […]

CORONA-11-(1)

CORONA-11-(1)

Niharika Rout
  • Published: Thursday, 02 July 2020
  • Updated: 02 July 2020, 11:17 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  କରୋନା ନେଲା ଆଉ ୨ ଜୀବନ। ଫଳରେ ରାଜ୍ୟରେ ଏ ଯାବତ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକଦ୍ୱୟ ପୁରୁଷ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଅନୁଗୋଳ ଜିଲ୍ଲାର ହୋଇଥିବା ବେଳେ ଅନ୍ୟ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାଯାଇଛି। ଅନୁଗୁଳରେ ଏହା ପ୍ରଥମ କରୋନାଜନିତ ମୃତ୍ୟୁ  ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଲା।

ଗଞ୍ଜାମରେ କରୋନା ଯୋଗୁ ଆଖି ବୁଜିଥିବା ବ୍ୟକ୍ତିଙ୍କ ବୟସ ୪୯ ବର୍ଷ ହୋଇଥିବା ବେଳେ ଅନୁଗୁଳରେ ମୃତକଙ୍କ ବୟସ ୫୭ ବର୍ଷ ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ ଛୁଇଁଥିବା ବେଳେ ୫୩୫୩ ଜଣ ସୁସ୍ଥ ହୋଇ ସାରିଲେଣି। ଏବେ କି ୨୧୫୭ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ରହି ଚିକିତ୍ସିତ ହେଉଥିବା ଜଣାଯାଇଛି। ଏହାବ୍ୟତୀତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story