ପରିବାର ଲୋକଙ୍କ ଆଗରେ ଛୁଆକୁ ଧରି ଦେହରେ ନିଆଁ ଲଗାଇଦେଲେ ମହିଳା!

ଜଗତସିଂହପୁର (ଶଶାଙ୍କ ପଣ୍ଡା): ପରିବାର ଲୋକଙ୍କ ଆଗରେ ନିଜ ଛୁଆକୁ ଧରି ଦେହରେ କିରାସିନି ଢ଼ାଳି ନିଆଁ ଲଗାଇଦେଲେ! ଆଜି ସକାଳେ ଏପରି ହୃଦୟ ବିଦାରକ ଘଟଣା ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ନାଉଗାଁ ଥାନା ଅନ୍ତର୍ଗତ ତେଣ୍ଟଇ ଗାଁର ତପନ ସେଠୀଙ୍କ ପତ୍ନୀ ଲିପି ନିଜର ଦେଢ଼ ବର୍ଷର ଶିଶୁ ପୁତ୍ରକୁ ଧରି ଆଜି ସକାଳେ […]

Jagatsinghpur

Jagatsinghpur

Manoranjan Sial
  • Published: Thursday, 30 September 2021
  • Updated: 30 September 2021, 05:23 PM IST

Sports

Latest News

ଜଗତସିଂହପୁର (ଶଶାଙ୍କ ପଣ୍ଡା): ପରିବାର ଲୋକଙ୍କ ଆଗରେ ନିଜ ଛୁଆକୁ ଧରି ଦେହରେ କିରାସିନି ଢ଼ାଳି ନିଆଁ ଲଗାଇଦେଲେ! ଆଜି ସକାଳେ ଏପରି ହୃଦୟ ବିଦାରକ ଘଟଣା ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ନାଉଗାଁ ଥାନା ଅନ୍ତର୍ଗତ ତେଣ୍ଟଇ ଗାଁର ତପନ ସେଠୀଙ୍କ ପତ୍ନୀ ଲିପି ନିଜର ଦେଢ଼ ବର୍ଷର ଶିଶୁ ପୁତ୍ରକୁ ଧରି ଆଜି ସକାଳେ ଦେହରେ କିରାସିନି ଢ଼ାଳି ନିଆଁ ଲଗାଇ ଦେଇଥିଲେ। ଫଳରେ ମାଆ ଓ ପୁଅ ପୋଡ଼ିହୋଇ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଲିପିଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତ ଲିପିଙ୍କ ଦେଢ଼ ବର୍ଷର ଶିଶୁର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ କଟକ ବଡ଼ ମେଡ଼ିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଏବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି।

ନାଉଗାଁ ଥାନା ପୁଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପାରିବାରିକ କଳହରୁ ଲିପି ଦେହରେ କିରାସିନି ଢ଼ାଳି ଆତ୍ମହତ୍ୟା କରିଥିବା ଆଲୋଚନା ହେଉଛି। ତେବେ ଆତ୍ମହତ୍ୟାର ପ୍ରକୃତ କାରଣ କଣ ଜଣାପଡ଼ି ନାହିଁ। ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story