ଟ୍ରେନ୍‌ ଆଗକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସାବିରା ରେଲୱେ ଷ୍ଟେସନ୍‌ରେ ଟ୍ରେନ୍ ଆଗକୁ ଡେଇଁ ଜଣେ ଯୁବତୀଙ୍କ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ମୁଣ୍ଡ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଆଜି ସକାଳେ ସବିରା ଷ୍ଟେସନ୍‌ରେ ଯୁବତୀ ଜଣଙ୍କ ଗୁରୁଦେବ ସୁପରଫାଷ୍ଟ […]

medical

medical

Jitendra Garnayak
  • Published: Tuesday, 14 May 2019
  • Updated: 14 May 2019, 01:12 PM IST

Sports

Latest News

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସାବିରା ରେଲୱେ ଷ୍ଟେସନ୍‌ରେ ଟ୍ରେନ୍ ଆଗକୁ ଡେଇଁ ଜଣେ ଯୁବତୀଙ୍କ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ମୁଣ୍ଡ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ଆଜି ସକାଳେ ସବିରା ଷ୍ଟେସନ୍‌ରେ ଯୁବତୀ ଜଣଙ୍କ ଗୁରୁଦେବ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ସେ କାହିଁକି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ, ତାହା ଜଣାପଡ଼ିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story