ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଦେଲେ ମହିଳା

<p>ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଦେହରେ ନିଆଁ ଲଗାଇ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ପ୍ରତାପୁର ଗାଁରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ସନ୍ଧ୍ୟା ବିଷୋଇ। ସେ ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ। ପାରିବାରିକ କଳହକୁ ନେଇ ଏହି ଅଭାବନୀୟ ଘଟଣା ଘଟିଥିବା ଅନୁମାନ କରାଯାଉଛି।</p> <p>ସନ୍ଧ୍ୟା ୫ ବର୍ଷ ପୂର୍ବେ ବିବାହ କରିଥିଲେ। ତାଙ୍କର ଗୋଟିଏ ୫ ମାସର ଶିଶୁ ରହିଛି।</p>

Ordigital Desk
  • Published: Tuesday, 20 November 2018
  • Updated: 20 November 2018, 11:14 AM IST

Sports

Latest News

<p>ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଦେହରେ ନିଆଁ ଲଗାଇ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ପ୍ରତାପୁର ଗାଁରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ସନ୍ଧ୍ୟା ବିଷୋଇ। ସେ ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ। ପାରିବାରିକ କଳହକୁ ନେଇ ଏହି ଅଭାବନୀୟ ଘଟଣା ଘଟିଥିବା ଅନୁମାନ କରାଯାଉଛି।</p><p>ସନ୍ଧ୍ୟା ୫ ବର୍ଷ ପୂର୍ବେ ବିବାହ କରିଥିଲେ। ତାଙ୍କର ଗୋଟିଏ ୫ ମାସର ଶିଶୁ ରହିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos