ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଦେଲେ ମହିଳା

Ordigital Desk
  • Published: Tuesday, 20 November 2018
  • , Updated: 20 November 2018, 11:14 AM IST
<p>ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଦେହରେ ନିଆଁ ଲଗାଇ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ପ୍ରତାପୁର ଗାଁରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ସନ୍ଧ୍ୟା ବିଷୋଇ। ସେ ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ। ପାରିବାରିକ କଳହକୁ ନେଇ ଏହି ଅଭାବନୀୟ ଘଟଣା ଘଟିଥିବା ଅନୁମାନ କରାଯାଉଛି।</p> <p>ସନ୍ଧ୍ୟା ୫ ବର୍ଷ ପୂର୍ବେ ବିବାହ କରିଥିଲେ। ତାଙ୍କର ଗୋଟିଏ ୫ ମାସର ଶିଶୁ ରହିଛି।</p>

Related story