ସ୍ୱାମୀ ଶୋଇପଡ଼ିବା ପରେ...

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ସ୍ୱାମୀକୁ ହାଣି ମାରି ଦେଲା ସ୍ତ୍ରୀ। ଏଭଳି ଏକ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ସଦେଇପୁର ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୁଶାନ୍ତ ସାମଲ। ତାଙ୍କ ସ୍ତ୍ରୀ କବିତା ସାମଲଙ୍କୁ ପୁଲିସ୍ ଥାନାରେ ଅଟକ ରଖିଛି। ପୁଲିସର ସୂଚନା ଅନୁସାରେ, ଗତକାଲି ରାତିରେ କୌଣସି କଥାକୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ସମୟରେ କବିତା ସ୍ୱାମୀଙ୍କ ଉପରେ ବହୁତ ରାଗି ଯାଇ ଥିଲେ। ତେଣୁ […]

jjjjjjjjjjj

jjjjjjjjjjj

Tapaswini Nayak
  • Published: Thursday, 13 August 2020
  • Updated: 13 August 2020, 10:03 AM IST

Sports

Latest News

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ସ୍ୱାମୀକୁ ହାଣି ମାରି ଦେଲା ସ୍ତ୍ରୀ। ଏଭଳି ଏକ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ସଦେଇପୁର ଗାଁରେ।

ମୃତ ବ୍ୟକ୍ତି ଜଣଙ୍କ ହେଲେ ସୁଶାନ୍ତ ସାମଲ। ତାଙ୍କ ସ୍ତ୍ରୀ କବିତା ସାମଲଙ୍କୁ ପୁଲିସ୍ ଥାନାରେ ଅଟକ ରଖିଛି।

ପୁଲିସର ସୂଚନା ଅନୁସାରେ, ଗତକାଲି ରାତିରେ କୌଣସି କଥାକୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ସମୟରେ କବିତା ସ୍ୱାମୀଙ୍କ ଉପରେ ବହୁତ ରାଗି ଯାଇ ଥିଲେ। ତେଣୁ ସୁଶାନ୍ତ ଶୋଇବା ପରେ କବିତା ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ।

ଆଜି ସକାଳେ କବିତା ଘଟଣା ସମ୍ପର୍କରେ ତାଙ୍କର କିଛି ସମ୍ପର୍କୀୟଙ୍କୁ କହିଥିଲେ। ଏନେଇ ସମ୍ପର୍କୀୟ ମାନେ ବାଲିକୁଦା ଥାନାରେ ଜଣାଇଥିଲେ। ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ କବିତାକୁ ଥାନାକୁ ନେଇ ଅଟକ ରଖିଛି।

ସୁଶାନ୍ତ ଓ କବିତାଙ୍କର ଦୁଇଟି ପିଲା ଅଛନ୍ତି। ସୁଶାନ୍ତ ମଦ ପିଇ ବହୁ ସମୟରେ କବିତାଙ୍କ ସହିତ ଝଗଡ଼ା କରୁଥିଲେ ବୋଲି ବାଲିକୁଦା ଥାନା ଅଧିକାରୀ ସର୍ବେଶ୍ୱର ବେହେରା ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story