ଲମତାପୁଟ (ଜଗତ ଜୀବନ କଚିମ): କୋରାପୁଟ ଜିଲ୍ଲା ଲମତାପୁଟ ଥାନା ପରିସରରେ ଏକ ମହିଳା ଓ ଶିଶୁ ସୁରକ୍ଷା ସଚେତନତା କର୍ମଶଳା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମାଛକୁଣ୍ଡ ଥାନା ଅଧିକାରୀ ତପନ କୁମାର ନାହାକ ଓ ଲମତାପୁଟ ଫାଣ୍ଡି ଅଧିକାରୀ ଶିବ ପ୍ରସାଦ ଷଡ଼ଙ୍ଗୀ ଉପସ୍ଥିତ ଥିଲେ। ମହିଳା ଓ ଶିଶୁଙ୍କ ସୁରକ୍ଷା କିପରି ହୋଇପାରିବ ଏ ବାବଦରେ ପ୍ରଥମେ ମାଆମାନେ ସଚେତନ ହେବା ଦରକାର ବୋଲି ଏମାନେ ମହିଳାମାନଙ୍କୁ ପରାମର୍ଶ ଦେଇଥିଲେ। ଏହି କର୍ମଶାଳାରେ ଲମତାପୁଟ ଅଞ୍ଚଳର ବହୁ ମହିଳା ଉପସ୍ଥିତ ରହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।