ସାପ କାମୁଡ଼ାରେ ମା’ଝିଅ ମୃତ

ନୂଆପଡ଼ା(ଓଡ଼ିଶା ରିପୋର୍ଟର): ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଅନ୍ତର୍ଗତ କେନ୍ଦୁବାହାରା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସାପ କାମୁଡ଼ାରେ ମା’ଝିଅଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ନିରାଶ ଶବର ଓ ତାଙ୍କ ଝିଅ ସବିତା ଶବର(୧୪)। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ନିରାଶ ଓ ସବିତା ଘରେ ଶୋଇଥିଲେ। ଏହି ସମୟରେ ଏକ ବିଷାକ୍ତ ସାପ ସବିତାଙ୍କୁ କାମୁଡ଼ି ଦେଇଥିଲା। ସାପ କାମୁଡ଼ିବା ପରେ ସବିତା କାନ୍ଦିବାରୁ ତାଙ୍କ ମା’ ଉଠି […]

snake

snake

Tapaswini Nayak
  • Published: Friday, 22 April 2022
  • Updated: 22 April 2022, 01:23 PM IST

Sports

Latest News

ନୂଆପଡ଼ା(ଓଡ଼ିଶା ରିପୋର୍ଟର): ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଅନ୍ତର୍ଗତ କେନ୍ଦୁବାହାରା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସାପ କାମୁଡ଼ାରେ ମା’ଝିଅଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ନିରାଶ ଶବର ଓ ତାଙ୍କ ଝିଅ ସବିତା ଶବର(୧୪)।

ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ନିରାଶ ଓ ସବିତା ଘରେ ଶୋଇଥିଲେ। ଏହି ସମୟରେ ଏକ ବିଷାକ୍ତ ସାପ ସବିତାଙ୍କୁ କାମୁଡ଼ି ଦେଇଥିଲା। ସାପ କାମୁଡ଼ିବା ପରେ ସବିତା କାନ୍ଦିବାରୁ ତାଙ୍କ ମା’ ଉଠି ପଡ଼ିଥିଲେ। ଝିଅ ପାଖରେ ସାପଟି ଥିବା ଦେଖି ସେ ତାକୁ ସେଠାରୁ ତଡ଼ିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସାପଟି ନିରାଶଙ୍କୁ ମଧ୍ୟ କାମୁଡ଼ି ଦେଇଥିଲା।  ମା’ଝିଅଙ୍କ ଚିତ୍କାର ଣୁଣି ପରିବାରର ଅନ୍ୟ ସଦସ୍ୟମାନେ ଉଠି ପଡ଼ିଥିଲେ।

ମା’ଝିଅଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନୂଆପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ବୁର୍ଲା ନେବା ବେଳେ ବାଟରେ ମା’ଝିଅଙ୍କ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story