ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ୟାସ୍ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଚମ୍ପା ମେହେର (୪୨) ଏବଂ ତାଙ୍କ ଝିଅ ସୁନିତା (୮) ଓ ପୁଅ ଅମିତ(୫)।
ସୂଚନାଯୋଗ୍ୟ, ଧର୍ମଗଡ଼ ନିକଟ ଥନଟ ଗାଁର ଅଜିତ୍ ମେହେରଙ୍କ ପତ୍ନୀ ଆଜି ସକାଳେ ରୋଷେଇ କରୁଥିଲେ। ଏହି ସମୟରେ ୫ କେଜି ବିଶିଷ୍ଟ ଗ୍ୟାସ୍ ସିଲିଣ୍ଡରଟି ଫାଟି ଯାଇ ବିସ୍ଫୋରଣ ହୋଇଥିଲା। ଏଥିରେ ମାଆ ଓ ଦୁଇ ପୁଅ ଝିଅଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।
ତେବେ ତାଙ୍କ ବଡ଼ ଝିଅ ଘଟଣା ସମୟରେ ଗାଧୋଇବାକୁ ଯାଇଥିବାରୁ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଛନ୍ତି। ଏହାସହ ତାଙ୍କ ବାପା ବହି ବିକ୍ରି କରିବାକୁ ହାଟକୁ ଯାଇଥିବାରୁ ଘରେ ନଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘୁଷୁରିକୁ ମାରି ଖାଇଲା ବାଘୁଣୀ 'ଜିନତ୍'
ଗତକାଲି ରାତି ପ୍ରାୟ ୧୦ଟାରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି।
Accident
କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ଲାଗିଲା ନିଆଁ
ବ୍ରେକ ବାଇଣ୍ଡିଂରୁ ଟ୍ରେନରେ ନିଆଁ ଲାଗିଥିବା ସୂଚନା ରହିଛି।
Accident
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ
ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ।
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।