ଘରେ ଶୋଇଥିବା ବେଳେ ମହିଳାଙ୍କ ଗଳା କାଟିଦେଲା ଦୁର୍ବୃତ୍ତ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ଖଜୁରିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ରାତିରେ ଶୋଇଥିବା ବେଳେ ଜଣେ ମହିଳାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ଦୁର୍ବୃତ୍ତ ଫେରାର ହୋଇଯାଇଛି। ଗୁରୁତର ଅବସ୍ଥାରେ ମହିଳାଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଖଜୁରିଆ ଗାଁର ପ୍ରଧାନ ମୁଣ୍ଡାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା ରାତିରେ ଘରେ ଶୋଇଥିଲା ବେଳେ ଦୁର୍ବୃତ୍ତ ଘରେ ପଶି ବେକ କାଟି ଫେରାର ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

kk

Rakesh Mallick
  • Published: Saturday, 24 June 2017
  • , Updated: 24 June 2017, 12:54 PM IST

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ଖଜୁରିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ରାତିରେ ଶୋଇଥିବା ବେଳେ ଜଣେ ମହିଳାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ଦୁର୍ବୃତ୍ତ ଫେରାର ହୋଇଯାଇଛି। ଗୁରୁତର ଅବସ୍ଥାରେ ମହିଳାଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ଖଜୁରିଆ ଗାଁର ପ୍ରଧାନ ମୁଣ୍ଡାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା ରାତିରେ ଘରେ ଶୋଇଥିଲା ବେଳେ ଦୁର୍ବୃତ୍ତ ଘରେ ପଶି ବେକ କାଟି ଫେରାର ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

Related story