ନବୀନ ନିବାସ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଜଣେ ମହିଳା ନବୀନ ନିବାସ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ତାଙ୍କ ଦେହରେ ପେଟ୍ରୋଲ୍ ଢାଳି ନିଆଁ ଲଗାଇବାକୁ ଉଦ୍ୟମ କଲା ବେଳେ ସେଠାରେ ଉପସ୍ଥିତ ସୁରକ୍ଷାକର୍ମୀମାନେ ତାଙ୍କୁ କାବୁ କରି ନେଇଥିଲେ। ଏହି ମହିଳା ଜଣଙ୍କ ବିଜେଡିର ଉଦଳା ପ୍ରାର୍ଥୀ ଶ୍ରୀନାଥ ସୋରେନ୍‌ଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ଶ୍ରୀନାଥ ସୋରେନ୍ ତାଙ୍କ ଇଜ୍ଜତ ସହିତ ଖେଳିଛନ୍ତି। ଏନେଇ ଅଭିଯୋଗ କଲେ ମଧ୍ୟ ତାଙ୍କୁ […]

woman

woman

Jitendra Garnayak
  • Published: Wednesday, 03 April 2019
  • Updated: 03 April 2019, 02:35 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଜଣେ ମହିଳା ନବୀନ ନିବାସ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ତାଙ୍କ ଦେହରେ ପେଟ୍ରୋଲ୍ ଢାଳି ନିଆଁ ଲଗାଇବାକୁ ଉଦ୍ୟମ କଲା ବେଳେ ସେଠାରେ ଉପସ୍ଥିତ ସୁରକ୍ଷାକର୍ମୀମାନେ ତାଙ୍କୁ କାବୁ କରି ନେଇଥିଲେ।

ଏହି ମହିଳା ଜଣଙ୍କ ବିଜେଡିର ଉଦଳା ପ୍ରାର୍ଥୀ ଶ୍ରୀନାଥ ସୋରେନ୍‌ଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ଶ୍ରୀନାଥ ସୋରେନ୍ ତାଙ୍କ ଇଜ୍ଜତ ସହିତ ଖେଳିଛନ୍ତି। ଏନେଇ ଅଭିଯୋଗ କଲେ ମଧ୍ୟ ତାଙ୍କୁ ନ୍ୟାୟ ମିଳି ନାହିଁ। ସେଥିପାଇଁ ସେ ଆତ୍ମାହୁତି ଉଦ୍ୟମ କରିଥିଲେ।

ପୁଲିସ୍ ତାଙ୍କୁ ଉଦ୍ଧାର କ୍ୟାପିଟାଲ୍‌ ହସ୍‌ପିଟାଲ୍‌କୁ ନେଇଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story