ଜଳେଶ୍ୱର(ଓଡ଼ିଶା ରିପୋର୍ଟର):ମହିଳାଙ୍କ ଅଶ୍ଲୀଳ ଫଟୋ ଉଠାଇବା ମହଙ୍ଗା ପଡ଼ିଲା। ୩ ଯୁବକଙ୍କୁ ଏକ ଖୁଣ୍ଟରେ ବାନ୍ଧି ସର୍ବସମ୍ମୁଖରେ ବସ୍ ଉଠ କରାଇଛନ୍ତି ଗ୍ରାମବାସୀ। ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଦେଖିବାକୁ ମିଳିଛି ଏପରି ଘଟଣା
ଗତକାଲି ବିଳମ୍ବିତ ରାତିରେ ଏହି ୩ ଜଣ ଯୁବକ ଜଣେ ମହିଳାଙ୍କ ଅଜାଣତରେ ଭିଡ଼ିଓ ଉତ୍ତୋଳନ କରୁଥିବା ନେଇ ମହିଳା ଜଣଙ୍କ ଜାଣି ପାରିବା ପରେ ସେ ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ଲୋକେ ଓ ଗ୍ରାମବାସୀ ମିଶି ଏହି ତିନି ଜଣ ଯୁବକଙ୍କୁ କାବୁ କରି ଏକ ଖୁଣ୍ଟିରେ ବାନ୍ଧି ଦେଇଥିଲେ। ତେବେ ଏନେଇ ପୁଲିସରେ ଅଭିଯୋଗ ହୋଇନଥିବା ବେଳେ ସମ୍ପୃକ୍ତ ଯୁବକଙ୍କୁ ଗ୍ରାମବାସୀ ଅଟକ ରଖିଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ ଆରମ୍ଭ
ଓଡ଼ିଆରେ ପ୍ରବସୀଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଥିଲେ, ପ୍ରବାସୀମାନେ ହେଉଛନ୍ତି ବିକଶିତ ଓଡ଼ିଶାର ବ୍ରାଣ୍ଡ ଆମ୍ବାସଡର। ଆମର ବିଶ୍ୱାସ ଯେ ଏହି ଅନୁଭୂତିକୁ ବିଶ୍ୱ ଦରବାରରେ ଆପଣ ମାନେ ପହଞ୍ଚାଇବେ।