ମହିଳାଙ୍କ ଅଶ୍ଲୀଳ ଫଟୋ ଉଠାଉଥିଲେ, ଗାଁ ଲୋକେ କଲେ ଏମିତି ଅବସ୍ଥା

ଜଳେଶ୍ୱର(ଓଡ଼ିଶା ରିପୋର୍ଟର):ମହିଳାଙ୍କ ଅଶ୍ଲୀଳ ଫଟୋ ଉଠାଇବା ମହଙ୍ଗା ପଡ଼ିଲା। ୩ ଯୁବକଙ୍କୁ ଏକ ଖୁଣ୍ଟରେ ବାନ୍ଧି ସର୍ବସମ୍ମୁଖରେ ବସ୍ ଉଠ କରାଇଛନ୍ତି ଗ୍ରାମବାସୀ। ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଦେଖିବାକୁ ମିଳିଛି ଏପରି ଘଟଣା ଗତକାଲି ବିଳମ୍ବିତ ରାତିରେ ଏହି ୩ ଜଣ ଯୁବକ ଜଣେ ମହିଳାଙ୍କ ଅଜାଣତରେ ଭିଡ଼ିଓ ଉତ୍ତୋଳନ କରୁଥିବା ନେଇ ମହିଳା ଜଣଙ୍କ ଜାଣି ପାରିବା ପରେ ସେ ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ଲୋକେ ଓ ଗ୍ରାମବାସୀ ମିଶି ଏହି […]

b-987

Tapas Behera
  • Published: Sunday, 05 January 2020
  • , Updated: 05 January 2020, 04:11 PM IST

ଜଳେଶ୍ୱର(ଓଡ଼ିଶା ରିପୋର୍ଟର):ମହିଳାଙ୍କ ଅଶ୍ଲୀଳ ଫଟୋ ଉଠାଇବା ମହଙ୍ଗା ପଡ଼ିଲା। ୩ ଯୁବକଙ୍କୁ ଏକ ଖୁଣ୍ଟରେ ବାନ୍ଧି ସର୍ବସମ୍ମୁଖରେ ବସ୍ ଉଠ କରାଇଛନ୍ତି ଗ୍ରାମବାସୀ। ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଦେଖିବାକୁ ମିଳିଛି ଏପରି ଘଟଣା

ଗତକାଲି ବିଳମ୍ବିତ ରାତିରେ ଏହି ୩ ଜଣ ଯୁବକ ଜଣେ ମହିଳାଙ୍କ ଅଜାଣତରେ ଭିଡ଼ିଓ ଉତ୍ତୋଳନ କରୁଥିବା ନେଇ ମହିଳା ଜଣଙ୍କ ଜାଣି ପାରିବା ପରେ ସେ ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ଲୋକେ ଓ ଗ୍ରାମବାସୀ ମିଶି ଏହି ତିନି ଜଣ ଯୁବକଙ୍କୁ କାବୁ କରି ଏକ ଖୁଣ୍ଟିରେ ବାନ୍ଧି ଦେଇଥିଲେ। ତେବେ ଏନେଇ ପୁଲିସରେ ଅଭିଯୋଗ ହୋଇନଥିବା ବେଳେ ସମ୍ପୃକ୍ତ ଯୁବକଙ୍କୁ ଗ୍ରାମବାସୀ ଅଟକ ରଖିଥିବା ସୂଚନା ମିଳିଛି।

Related story