ନିଜ ଦେହରେ ନିଆଁ ଲଗାଇ ଦେଲେ ବିଜେଡି ନେତ୍ରୀ

ବ୍ରହ୍ମପୁର(ଜଗନ୍ନାଥ ସାହୁ): ବ୍ରହ୍ମପୁର ଏସ୍‌ପିଙ୍କ  ଅଫିସ ସାମ୍ନାରେ ଆଜି ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଲେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ଗୁରୁତର ଅବସ୍ଥାରେ ତାଙ୍କୁ MKCGରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ଗତ ୨୮ ତାରିଖରେ ମିନାକ୍ଷୀଙ୍କ ଘର ସମ୍ମୁଖରେ ବାଇକ୍‌ ପାର୍କିଂକୁ ନେଇ ଗଣ୍ଡଗୋଳ ହୋଇଥିଲା। ଏଥିରେ ତାଙ୍କ ପୁଅ  ରାଜା ମିଶ୍ରଙ୍କର ଅପର ଗୋଷ୍ଠିର ୪ ଜଣଙ୍କ ସହ ଗଣ୍ଡଗୋଳ ହୋଇଥିଲା। […]

bmp-2

bmp-2

Niharika Rout
  • Published: Wednesday, 12 February 2020
  • Updated: 12 February 2020, 02:44 PM IST

Sports

Latest News

ବ୍ରହ୍ମପୁର(ଜଗନ୍ନାଥ ସାହୁ): ବ୍ରହ୍ମପୁର ଏସ୍‌ପିଙ୍କ  ଅଫିସ ସାମ୍ନାରେ ଆଜି ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଲେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ଗୁରୁତର ଅବସ୍ଥାରେ ତାଙ୍କୁ MKCGରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।

ସୂଚନା ଅନୁଯାୟୀ, ଗତ ୨୮ ତାରିଖରେ ମିନାକ୍ଷୀଙ୍କ ଘର ସମ୍ମୁଖରେ ବାଇକ୍‌ ପାର୍କିଂକୁ ନେଇ ଗଣ୍ଡଗୋଳ ହୋଇଥିଲା। ଏଥିରେ ତାଙ୍କ ପୁଅ  ରାଜା ମିଶ୍ରଙ୍କର ଅପର ଗୋଷ୍ଠିର ୪ ଜଣଙ୍କ ସହ ଗଣ୍ଡଗୋଳ ହୋଇଥିଲା। ଏହାର ଭିଡିଓ ଭାଇରାଲ ହୋଇଥିବା ବେଳେ ଉଭୟ ପକ୍ଷର ଏତଲା କ୍ରମେ ପୁଲିସ୍‌ ୫ଜଣଙ୍କୁ ଗିରଫ କରିଥିଲା।

ଏ ସଂକ୍ରାନ୍ତରେ ଏସ୍‌ପିଙ୍କୁ ଭେଟିବାକୁ ମିନାକ୍ଷୀ ଆଜି ତାଙ୍କ ଅଫିସ୍‌ ଯାଇଥିଲେ। ମାତ୍ର ଦୀର୍ଘ ସମୟ ପର୍ଯ୍ୟନ୍ତ ଦେଖା କରି ନ ପାରିବାରୁ  ନିଜ ଦେହରେ  କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ପୁଲିସ୍‌ କର୍ମୀ ତାଙ୍କୁ ତୁରନ୍ତ ଉଦ୍ଧାର କରି MKCGରେ  ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ପ୍ରାଥମିକ ଚିକିତ୍ସା ଚାଲିଥିବା ବେଳେ  ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ  ବଡ଼ ମେଡିକାଲ ସ୍ଥାନାନ୍ତର କରାଯିବ ବୋଲି ଜଣାଯାଇଛି।

ପୁଅ ଗିରଫକୁ ପ୍ରତିବାଦ କରୁଥିବା ମିନାକ୍ଷୀ ନିଜ ଦେହରେ ନିଆଁ ଲଗାଇ ଦେବେ ବୋଲି ପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ ଚେତାବନୀ ଦେଇଥିଲେ। ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କ ସମେତ ରାଜନୈତିକ ନେତା ମେଡିକାଲରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story