ରେଳଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା କରଡ଼ଗଡ଼ିଆ ନିକଟରେ ଖୋର୍ଦ୍ଧା-ବଲାଙ୍ଗିର ରେଳଧାରଣାରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ମିଳି ପାରିନାହିଁ। ମୃତଦେହ ନିକଟରେ ଥଣ୍ଡା ପାନୀୟ,ବିଷ ବୋତଲ, ଜୋତା ଓ ଭ୍ୟାନିଟ୍‌ ବ୍ୟାଗ୍ ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଆଜି ସକାଳେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଘଟଣାର ତଦନ୍ତ କରୁଛି।

ddd,,,,,,,,,

Tapaswini Nayak
  • Published: Saturday, 13 April 2019
  • , Updated: 13 April 2019, 10:21 AM IST

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା କରଡ଼ଗଡ଼ିଆ ନିକଟରେ ଖୋର୍ଦ୍ଧା-ବଲାଙ୍ଗିର ରେଳଧାରଣାରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ମିଳି ପାରିନାହିଁ।

ମୃତଦେହ ନିକଟରେ ଥଣ୍ଡା ପାନୀୟ,ବିଷ ବୋତଲ, ଜୋତା ଓ ଭ୍ୟାନିଟ୍‌ ବ୍ୟାଗ୍ ପଡ଼ିଥିବା ଦେଖିବାକୁ ମିଳିଥିଲା।

ସ୍ଥାନୀୟ ଲୋକେ ଆଜି ସକାଳେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଘଟଣାର ତଦନ୍ତ କରୁଛି।

Related story