ରାତିରେ ଶୋଇଥିଲେ, କାମୁଡ଼ିଦେଲା ସାପ

କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା ଅନ୍ତର୍ଗତ ଝାଟିକିପଶି ଗାଁରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଜଣଙ୍କ ହେଲେ ଝାଟିକିପଶି ଗାଁର ଦେବେନ୍ଦ୍ର ଟିଉଙ୍କ ସ୍ତ୍ରୀ ଗୁରୁବାରୀ ଟିଉ। ମିଳିଥିବା ସୂଚନା ଅନୁସାରେ, ଗୁରୁବାରୀ ପରିବାର ଲୋକଙ୍କ ସହ ଗତକାଲି ରାତିରେ ଘରେ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ରାତିରେ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆଜି ସକାଳେ […]

deadbody

deadbody

Tapaswini Nayak
  • Published: Saturday, 30 May 2020
  • Updated: 30 May 2020, 09:56 AM IST

କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା ଅନ୍ତର୍ଗତ ଝାଟିକିପଶି ଗାଁରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଜଣଙ୍କ ହେଲେ ଝାଟିକିପଶି ଗାଁର ଦେବେନ୍ଦ୍ର ଟିଉଙ୍କ ସ୍ତ୍ରୀ ଗୁରୁବାରୀ ଟିଉ।

ମିଳିଥିବା ସୂଚନା ଅନୁସାରେ, ଗୁରୁବାରୀ ପରିବାର ଲୋକଙ୍କ ସହ ଗତକାଲି ରାତିରେ ଘରେ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ରାତିରେ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାରୀଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos