କେନ୍ଦୁଝର(ପ୍ରଣୟ କୁମାର ପାଣି): ମାଆ ଓ ଝିଅ ବିଲରେ କାମ କରୁଥିଲେ। ହଠାତ୍ ମାରିଲା ବଜ୍ର। ଘଟଣାସ୍ଥଳରେ ମାଆଙ୍କ ମୃତ୍ୟୁ ଘଟିଥିବା ବେଳେ ଝିଅ ଗୁରୁତର ଆହତ ହୋଇଛି। ଆଜି ଏପରି ହୃଦୟବିଦାରକ ଘଟଣା କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଞ୍ଚଳରେ ଘଟିଛି।
ପାଟଣା ଥାନା ତାଳପଦା ଗାଁର ମାଳତୀ ତନ୍ତି ଓ ତାଙ୍କ ଝିଅ ସବିତା ପାତ୍ର ଆଜି ବିଲକୁ କାମ କରିବାକୁ ଯାଉଥିଲେ। ବିଲରେ କାମ କରୁଥିବା ବେଳେ ହଠାତ୍ ବର୍ଷିଥିଲା ବର୍ଷା। ପରେ ବଜ୍ରପାତ ହୋଇଥିଲା। ଫଳରେ ବିଲରେ କାମ କରୁଥିବା ବେଳେ ମାଳତୀଙ୍କ ମୃତ୍ୟୁ ଘଟିଥିବା ବେଳେ ଝିଅ ସବିତା ଚେତାହରାଇ ପଡ଼ିଥିଲେ। ପାଖରେ ବିଲରେ କାମ କରୁଥିବା ଚାଷୀମାନେ ସବିତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପାଟଣା ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ; ଫଟୋ ଭାଇରାଲ
ଦେବୀ ୧୦୫ ନାମକ ଏକ ଇନଷ୍ଟା ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା।
Politics
‘ଚାଉଳ ହିତାଧିକାରୀଙ୍କ ଭିତରେ ଥିଲେ ୧.୭୭ ଲକ୍ଷ ଭୂତ’
ଏବେବି ୬ ଲକ୍ଷ ୧୯ ହଜାର ୮ ଶହ ୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବା ମନ୍ତ୍ରୀ କହିଛନ୍ତି।
Crime
ଖଳାରୁ ଧାନ ଚୋରି କରୁଥିଲେ; ମାଡ଼ି ବସିଲେ ଗ୍ରାମବାସୀ
କିଛି ଦିନ ହେବ ସ୍ଥାନୀୟ ଅଞ୍ଚଳରେ ଚୋରମାନେ ଉତ୍ପାତ ଚଳାଇଥିବା ବେଳେ ମିନିଟ୍ରକରେ ବୋହି ଧାନ ନେଇଯାଉଥିବା ଅଭିଯୋଗ ଆସିଥିଲା।
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।