ମାଟି ତଳୁ ମହିଳାଙ୍କ ଶବ ଉଦ୍ଧାର; ସ୍ୱାମୀ ଅଟକ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଇ ଥାନା ବନ୍ଧସାହି ଗାଁରେ ମାଟି ତଳୁ ଜଣେ ମହିଳାଙ୍କ ଶବ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ନାଁ ପାର୍ବତୀ ମଲ୍ଲିକ। ତାଙ୍କ ଘର ସେହି ବନ୍ଧସାହି ଗାଁରେ ବୋଲି ପଡ଼ିଛି। ପାର୍ବତୀ ୨୦୦୯ ମସିହାରେ ବନ୍ଧସାହି ଗାଁର ଚିତ୍ରସେନ ମଲ୍ଲିକଙ୍କୁ ବିବାହ କରିଥିଲେ। ଉଭୟଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ପାର୍ବତୀ ଓ ଚିତ୍ରସେନଙ୍କ ମଧ୍ୟରେ ବିଭିନ୍ନ ସମୟରେ ସାମାନ୍ୟ କଥାକୁ ନେଇ ଗଣ୍ଡଗୋଳ ଓ ବଚସା […]

dead-body-78

dead-body-78

Jyoshna Pradhan
  • Published: Thursday, 13 June 2019
  • Updated: 13 June 2019, 10:26 AM IST

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଇ ଥାନା ବନ୍ଧସାହି ଗାଁରେ ମାଟି ତଳୁ ଜଣେ ମହିଳାଙ୍କ ଶବ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ନାଁ ପାର୍ବତୀ ମଲ୍ଲିକ। ତାଙ୍କ ଘର ସେହି ବନ୍ଧସାହି ଗାଁରେ ବୋଲି ପଡ଼ିଛି।

ପାର୍ବତୀ ୨୦୦୯ ମସିହାରେ ବନ୍ଧସାହି ଗାଁର ଚିତ୍ରସେନ ମଲ୍ଲିକଙ୍କୁ ବିବାହ କରିଥିଲେ। ଉଭୟଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ପାର୍ବତୀ ଓ ଚିତ୍ରସେନଙ୍କ ମଧ୍ୟରେ ବିଭିନ୍ନ ସମୟରେ ସାମାନ୍ୟ କଥାକୁ ନେଇ ଗଣ୍ଡଗୋଳ ଓ ବଚସା ହେଉଥିଲା। ଏନେଇ ପାର୍ବତୀ ନିଜ ପରିବାର ଲୋକଙ୍କୁ ଜଣାଉଥିଲେ। ତେବେ ଗତ ଜୁନ ୮ ତାରିଖରେ ପାର୍ବତୀ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବାପ ଘର ଲୋକେ ଖବର ପାଇଥିଲେ। ପରିବାର ଲୋକେ ଡାକ୍ତରଖାନାରେ ପହଞ୍ଚିଲା ବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ମୃତଦେହ ବ୍ୟବଚ୍ଛେଦ ନ କରି ଶାଶୂଘର ଲୋକେ ପୋତି ଦେଇଥିଲେ। ଏନେଇ ପାର୍ବତୀଙ୍କ ପରିବାର ଲୋକେ ନିକିରାଇ ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗ ପାଇ ପୁଲିସ୍‌ ଗାଁ ଶ୍ମଶାନରେ ପହଞ୍ଚି ମାଟିତଳୁ ଶବ ଜବତ କରିଥିଲା।ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପୁଲିସ ଚିତ୍ରସେନଙ୍କୁ ଅଟକ ରଖି ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story