ପ୍ରୋଟେକ୍ସନ ୱାଲରେ ପିଟି ହେଲା କାର୍‌

ଜଳେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥର ଗାନ୍ଧିଛକ ଠାରେ ଏକ କାର୍‌ ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।   ଆହତଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାଯାଇଛି। ମୃତାହତଙ୍କ ଘର ଭୁବନେଶ୍ୱର ବୋଲି ସୂଚନା ମିଳିଛି। ଆଜି ସକାଳେ କାର୍‌ଟି ୬ଜଣ ଯାତ୍ରୀଙ୍କୁ ନେଇ କୋଲକାତାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଗାନ୍ଧିଛକ […]

Untitled-1

Untitled-1

Tapaswini Nayak
  • Published: Monday, 20 June 2022
  • Updated: 20 June 2022, 10:36 AM IST

Sports

Latest News

ଜଳେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥର ଗାନ୍ଧିଛକ ଠାରେ ଏକ କାର୍‌ ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।   ଆହତଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାଯାଇଛି। ମୃତାହତଙ୍କ ଘର ଭୁବନେଶ୍ୱର ବୋଲି ସୂଚନା ମିଳିଛି।

ଆଜି ସକାଳେ କାର୍‌ଟି ୬ଜଣ ଯାତ୍ରୀଙ୍କୁ ନେଇ କୋଲକାତାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଗାନ୍ଧିଛକ ଠାରେ କାର୍‌ ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲରେ ପିଟି ହୋଇ ଯାଇଥିଲା। କାର୍‌ଟି ଏତେ ଜୋରେ ପ୍ରୋଟେକ୍ସନ ୱାଲରେ ପିଟି ହୋଇଥିଲା ଯେ ପ୍ରୋଟେକ୍ସନ ୱାଲର ଏକ ଗ୍ରୀଲ୍‌ କାର୍‌ ଭିତରେ ପଶି ଯାଇଥିଲା।

ଘଟଣାସ୍ଥଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ ୩ଜଣ ଗୁରୁତର ଆହତ ହୋଇଥିଲେ। ପୁଲିସ ଓ ସ୍ଥାନୀୟ ଲୋକ ପହଞ୍ଚି ଆହତମାନଙ୍କୁ ପ୍ରଥମେ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ୩ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି।

କାର୍‌ରେ ୬ ଜଣ  ଯାତ୍ରୀ ଥିବା ବେଳେ ୨ଜଣଙ୍କ  ଅବସ୍ଥା ଭଲ ଥିବା ଜଣାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣା ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story