ଗ୍ୟାସ ଟାଙ୍କି ଫାଟି ଜଣେ ମହିଳା ମୃତ

<p>ପୁରୀ: ଗ୍ୟାସ ସିଲିଣ୍ଡର ଫାଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୁଢାକେରା ଗାଁରେ ଘଟିଛି ଏହି ଅଘଟଣ। ମୃତ ମହିଳା ଜଣକ ହେଲେ ପୂଜା ସାହୁ। ମହିଳା ଜଣକ ରୋଷେଇ କଲା ବେଳେ ଗ୍ୟାସ ଟାଙ୍କି ଫାଟି ଯାଇଥିଲା। ବିସ୍ଫୋରଣ ପରେ ନିଆଁ ଲାଗି ୪ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ନିଆଁ ଲିଭାଇବା ବେଳେ ଚାଳ ଉପରୁ ପଡି ଦୁଇ ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଖବର ପାଇ ନିମାପଡ଼ା ଓ ସତ୍ୟବାଦୀଙ୍କୁ ଦମକଳ ଗାଡ଼ି ଆସି ନିଆଁ ଲିଭାଇଥିଲା। ପୋଲିସ୍ &nbsp;ଘଟଣାର ତଦନ୍ତ&nbsp; କରୁଛି।</p>

Ordigital Desk
  • Published: Friday, 07 July 2017
  • Updated: 07 July 2017, 12:40 PM IST
<p>ପୁରୀ: ଗ୍ୟାସ ସିଲିଣ୍ଡର ଫାଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୁଢାକେରା ଗାଁରେ ଘଟିଛି ଏହି ଅଘଟଣ। ମୃତ ମହିଳା ଜଣକ ହେଲେ ପୂଜା ସାହୁ। ମହିଳା ଜଣକ ରୋଷେଇ କଲା ବେଳେ ଗ୍ୟାସ ଟାଙ୍କି ଫାଟି ଯାଇଥିଲା। ବିସ୍ଫୋରଣ ପରେ ନିଆଁ ଲାଗି ୪ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ନିଆଁ ଲିଭାଇବା ବେଳେ ଚାଳ ଉପରୁ ପଡି ଦୁଇ ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଖବର ପାଇ ନିମାପଡ଼ା ଓ ସତ୍ୟବାଦୀଙ୍କୁ ଦମକଳ ଗାଡ଼ି ଆସି ନିଆଁ ଲିଭାଇଥିଲା। ପୋଲିସ୍ &nbsp;ଘଟଣାର ତଦନ୍ତ&nbsp; କରୁଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos