ସାତ ଜନମ ନୁହେଁ, ଏଇ ଜନମରେ ଜୀବନସାଥୀଙ୍କୁ ମାରିଦେଲା ସ୍ୱାମୀ

ମୋହନା (ମିହିର ଯତି): ସାତ ଜନମର ସାଥୀ ହେବା ପାଇଁ ଘରକୁ ଆଣିଥିଲେ। ହେଲେ ଏଇ ଜନମରେ ସାତ ଜନମର ସାଥୀକୁ ମାରିଦେଲା ସ୍ୱାମୀ। ଅତି ବୀଭତ୍ସ ଭାବେ ପତ୍ନୀଙ୍କୁ ପଥରରେ ଛେଚି ହତ୍ୟା କରିଛି। ଏପରି ହୃଦୟବିଦାରକ ଘଟଣା ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି। ଗଜପତି ଜିଲ୍ଲା ମୋହନା ଥାନା ଭଲିଆଗଣି ଗାଁର […]

Gajapati

Gajapati

Manoranjan Sial
  • Published: Sunday, 10 July 2022
  • Updated: 10 July 2022, 12:30 PM IST

ମୋହନା (ମିହିର ଯତି): ସାତ ଜନମର ସାଥୀ ହେବା ପାଇଁ ଘରକୁ ଆଣିଥିଲେ। ହେଲେ ଏଇ ଜନମରେ ସାତ ଜନମର ସାଥୀକୁ ମାରିଦେଲା ସ୍ୱାମୀ। ଅତି ବୀଭତ୍ସ ଭାବେ ପତ୍ନୀଙ୍କୁ ପଥରରେ ଛେଚି ହତ୍ୟା କରିଛି। ଏପରି ହୃଦୟବିଦାରକ ଘଟଣା ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି।

ଗଜପତି ଜିଲ୍ଲା ମୋହନା ଥାନା ଭଲିଆଗଣି ଗାଁର ଭଗବାନ ନାୟକ ଓ ତାଙ୍କ ପତ୍ନୀ ସୁକାନ୍ତି ନାୟକଙ୍କ ମଧ୍ୟରେ ଅନେକ ସମୟରେ ପାରିବାରିକ ଗଣ୍ଡଗୋଳ ଘଟିଥାଏ। କିନ୍ତୁ ଶନିବାର ରାତିରେ ଉଭୟଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଭଗବାନ ତାଙ୍କ ପତ୍ନୀ ସୁକାନ୍ତିଙ୍କୁ ମାଡ଼ ମାରିଥିଲେ। ପରେ ତାଙ୍କୁ ଟେକି ଆଣି ଅତି ବୀଭତ୍ସ ଭାବେ ପଥର ଉପରେ କଚାଡ଼ି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ସାହି ପଡ଼ିଶାଙ୍କଠାରୁ ଖବର ପାଇ ମୋହନା ଥାନା ପୁଲିସ ଗାଁରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ହତ୍ୟା ଅଭିଯୋଗ ସ୍ୱାମୀ ଭଗବାନକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଆର୍‌ ଉଦୟଗିରି ଏସ୍‌ଡିପିଓ ଦିଲ୍ଲୀପ କୁମାର ନାୟକ ଘଟଣାର ତଦନ୍ତ କରିବା ସହିତ ରକ୍ତଭିଜା ଲୁଗା ଓ ମାଟି ଜବତ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story