ମାଡ଼ ମାରି ରାସ୍ତାରେ ଫୋପାଡ଼ି ଦେଲେ!

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ବେଲଗାଁ ରାସ୍ତା କଡ଼ରୁ ଜଣେ ମହିଳାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ଶାଶୂ ଘର ଲୋକେ ତାଙ୍କୁ ମାଡ଼ ମାରି ରାସ୍ତାରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଉଦ୍ଧାର ମହିଳାଙ୍କ ଶାଶୂ ଘର ବେଲଗାଁରେ ବୋଲି ଜଣାପଡ଼ିଛି। ଅଭିଯୋଗ ପରେ ପୁଲିସ୍‌ ମହିଳାଙ୍କ ଶାଶୂ ଏବଂ ଶ୍ୱଶୁରଙ୍କୁ ଅଟକ ରଖି ପଚରାଉଚରା କରୁଛି।

berhampur

berhampur

Rakesh Mallick
  • Published: Friday, 16 November 2018
  • Updated: 16 November 2018, 12:23 PM IST

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ବେଲଗାଁ ରାସ୍ତା କଡ଼ରୁ ଜଣେ ମହିଳାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଛି।

ଶାଶୂ ଘର ଲୋକେ ତାଙ୍କୁ ମାଡ଼ ମାରି ରାସ୍ତାରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ଉଦ୍ଧାର ମହିଳାଙ୍କ ଶାଶୂ ଘର ବେଲଗାଁରେ ବୋଲି ଜଣାପଡ଼ିଛି। ଅଭିଯୋଗ ପରେ ପୁଲିସ୍‌ ମହିଳାଙ୍କ ଶାଶୂ ଏବଂ ଶ୍ୱଶୁରଙ୍କୁ ଅଟକ ରଖି ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos