ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବାଲେଶ୍ୱରରେ ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଜଣେ ମହିଳା ସେଠାରେ ପହଞ୍ଚି ଭୋଟରଙ୍କୁ ଟଙ୍କା ବାଣ୍ଟୁଥିବା ଭଳି ସଙ୍ଗୀନ ଅଭିଯୋଗ ହୋଇଛି। ଟଙ୍କା ବାଣ୍ଟିବା ଅଭିଯୋଗରେ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍।
ବାଲେଶ୍ୱର ୧ ନମ୍ବର ଓ୍ୱାର୍ଡ ଆଦିବାସୀ ସାହିରେ ଟଙ୍କା ବଣ୍ଟାଯାଇଥିବା ଅଭିଯୋଗ ହୋଇଛି । ଜଣେ ମହିଳା କିଛି ସମର୍ଥକଙ୍କ ସହ ସେଠାରେ ପହଞ୍ଚି ଟଙ୍କା ବାଣ୍ଟୁଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଧରି ସଦର ଥାନା ପୁଲିସ୍ ଜିମା ଦେଇଛନ୍ତି । ଟଙ୍କା ବାଣ୍ଟୁଥିବା ମହିଳାଜଣଙ୍କ ମୟୂରଭଞ୍ଜର ବୋଲି ସୂଚନା ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।