ପୁଅର ଟାଙ୍ଗିଆ ଚୋଟରେ ମା’ର ମୃତ୍ୟୁ

ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ବଜାର ସାହି ପାଖ ଗୋପୀନାଥ ପଡ଼ାରେ ପୁଅର ଟାଙ୍ଗିଆ ଚୋଟରେ ମା’ର ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ହେଲେ ସାବି ପ୍ରଧାନ। ତାଙ୍କ ପୁଅ ନାଁ ପ୍ରକାଶ ପ୍ରଧାନ। ସେ ଫେରାର ହୋଇଯାଇଛି। ସୂଚନା ଅନୁଯାୟୀ, କଖଡ଼ି ବଜାର ସାହିରେ ରହୁଥିବା ସାବି ତାଙ୍କ ପୁତୁରାଙ୍କ ବିବାହରେ ଯୋଗଦେବାକୁ ଗୋପୀନାଥ ପଡ଼ା ଯାଇଥିଲେ। ପ୍ରକାଶ ମଧ୍ୟ ତାଙ୍କ ସହିତ […]

mother-death...

mother-death...

Tapaswini Nayak
  • Published: Monday, 15 July 2019
  • Updated: 15 July 2019, 12:20 PM IST

Sports

Latest News

ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ବଜାର ସାହି ପାଖ ଗୋପୀନାଥ ପଡ଼ାରେ ପୁଅର ଟାଙ୍ଗିଆ ଚୋଟରେ ମା’ର ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି।

ମୃତ ମହିଳା ଜଣଙ୍କ ହେଲେ ସାବି ପ୍ରଧାନ। ତାଙ୍କ ପୁଅ ନାଁ ପ୍ରକାଶ ପ୍ରଧାନ। ସେ ଫେରାର ହୋଇଯାଇଛି।

ସୂଚନା ଅନୁଯାୟୀ, କଖଡ଼ି ବଜାର ସାହିରେ ରହୁଥିବା ସାବି ତାଙ୍କ ପୁତୁରାଙ୍କ ବିବାହରେ ଯୋଗଦେବାକୁ ଗୋପୀନାଥ ପଡ଼ା ଯାଇଥିଲେ। ପ୍ରକାଶ ମଧ୍ୟ ତାଙ୍କ ସହିତ ଯାଇଥିଲେ। ସେଠାରେ କୌଣସି ଘରୋର କଥାକୁ ନେଇ ମା’, ପୁଅ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପାଟିତୁଣ୍ଡ ବେଳେ ପ୍ରକାଶ ହଠାତ୍ ଏକ ଟାଙ୍ଗିଆରେ ସାବିଙ୍କୁ ହାଣି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story