ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜର ବେଲଗୁଣ୍ଠା ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସୀତା ଭୂୟାଁ।
ଆଜି ସକାଳେ ସୀତା ତାଙ୍କ ଯାଆଙ୍କ ସହ ମିଶି ଶୌଚ ପାଇଁ ଗାଁ ପାଖ ପଡ଼ିଆକୁ ଯାଉଥିଲେ। ଏହି ସମୟରେ ସେମାନେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ସୀତାଙ୍କୁ ଠେଲି ଦେବାରୁ ସେ ତଳେ ପଡ଼ି ଯାଇଥିଲେ। ହେଲେ ତାଙ୍କ ଯାଆ ଦୌଡ଼ି ପଳାଇ ଯାଇଥିଲେ। ସୀତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅନ୍ୟପକ୍ଷରେ ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Accident
ବାଇକ୍କୁ ଧକ୍କା ଦେଲା କାର୍: ଶାଶୁ ମୃତ, ଜ୍ୱାଇଁ ଗୁରୁତର
କୌଣସି ଏକ କାମରେ ରଞ୍ଜ ବିଶ୍ୱାଳ ତାଙ୍କ ଜ୍ୱାଇଁ ସହିତ ମୁକ୍ତାପଶି ଆସିଥିବା ବେଳେ ଘଟିଥିଲା ଦୁର୍ଘଟଣା।
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।