କାଳିଆଙ୍କ ଟାଙ୍ଗିଆ ଚୋଟରେ ଲକ୍ଷ୍ମୀ ଗୁରୁତର

ଭଦ୍ରକ (ପାର୍ଥ ସାରଥୀ ନାୟକ): ଘରୋଇ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ତିରିପୁର ଗାଁରେ। ଗାଁର କାଳିଆ ପୃଷ୍ଟି ନିଜ ପତ୍ନୀଙ୍କୁ ଟାଙ୍ଗିଆରେ ହାଣି ଦେଇଥିବା ଅଭିଯୋଗ ହୋଇଛି। ଲକ୍ଷ୍ମୀପ୍ରିୟାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଆଜି କାଳିଆ ମଦ ପିଇ ଘରକୁ ଫେରିଥିଲା। କୌଣସି କଥା ନେଇ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ କଳିଆ ରାଗି ଯାଇ ଘରୁ ଏକ ଟାଙ୍ଗିଆ […]

hhhhhhhhhhhhh00

hhhhhhhhhhhhh00

Tapaswini Nayak
  • Published: Thursday, 20 February 2020
  • Updated: 20 February 2020, 05:03 PM IST

Sports

Latest News

ଭଦ୍ରକ (ପାର୍ଥ ସାରଥୀ ନାୟକ): ଘରୋଇ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ତିରିପୁର ଗାଁରେ। ଗାଁର କାଳିଆ ପୃଷ୍ଟି ନିଜ ପତ୍ନୀଙ୍କୁ ଟାଙ୍ଗିଆରେ ହାଣି ଦେଇଥିବା ଅଭିଯୋଗ ହୋଇଛି। ଲକ୍ଷ୍ମୀପ୍ରିୟାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଆଜି କାଳିଆ ମଦ ପିଇ ଘରକୁ ଫେରିଥିଲା। କୌଣସି କଥା ନେଇ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ କଳିଆ ରାଗି ଯାଇ ଘରୁ ଏକ ଟାଙ୍ଗିଆ ଆଣି ସ୍ତ୍ରୀକୁ ଆକ୍ରମଣ କରିଥିଲା। ଲକ୍ଷ୍ମୀପ୍ରିୟାଙ୍କ ଦେହରୁ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ପ୍ରଥମେ ଭଣ୍ଡାରିପୋଖରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ୍‌ ମହିଳାଙ୍କ ସ୍ୱାମୀଙ୍କୁ ଅଟକ ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story