ଦେବକୀଙ୍କୁ ଦଳି ଦେଲା ହାତୀ

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବନାଞ୍ଚଳରେ ହାତୀ ଆମ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛେଣ୍ଡିପଦା ତାଳବୁରି ସାହିର ଦେବକୀ ପ୍ରଧ୍ୟାନ। ଆଜି ସକାଳେ ଦେବକୀ କୌଣସି କାମରେ ଘର ପାଖକୁ ଯାଇଥିଲେ। ଏହି ସମୟରେ ସେ ହଠାତ୍ ହାତୀ ହାବୁଡ଼ରେ  ପଡ଼ି ଯାଇଥିଲେ। ହାତୀଟି ଦେବକୀଙ୍କୁ ଟେକି କଚାଡ଼ିବା ଦେବା ସହ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦେବକୀଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ସାମାନ୍ୟ ଉତ୍ତେଜନା ପ୍ରକାଶ […]

yiop

yiop

Tapas Behera
  • Published: Tuesday, 09 April 2019
  • Updated: 09 April 2019, 02:58 PM IST

Sports

Latest News

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବନାଞ୍ଚଳରେ ହାତୀ ଆମ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛେଣ୍ଡିପଦା ତାଳବୁରି ସାହିର ଦେବକୀ ପ୍ରଧ୍ୟାନ।

ଆଜି ସକାଳେ ଦେବକୀ କୌଣସି କାମରେ ଘର ପାଖକୁ ଯାଇଥିଲେ। ଏହି ସମୟରେ ସେ ହଠାତ୍ ହାତୀ ହାବୁଡ଼ରେ  ପଡ଼ି ଯାଇଥିଲେ। ହାତୀଟି ଦେବକୀଙ୍କୁ ଟେକି କଚାଡ଼ିବା ଦେବା ସହ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦେବକୀଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos