ବେକ କାଟି ମହିଳାଙ୍କୁ ହତ୍ୟା

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍‌ ପଧାନପାଲି ଗାଁ ଅଇଁଲା ଆଟରେ ଆଜି ସକାଳେ ଜଣେ ମହିଳାଙ୍କ ମୃତଦେହ ଦେଖିବାକୁ ମଳିଛି। କେହି ଦୁର୍ବୃତ୍ତ ମହିଳାଙ୍କ ବେକ କାଟି ହତ୍ୟା କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।

ଖବର ଲେଖାଯିବା ସୁଦ୍ଧା ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାହିଁ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।